ଶେହନାଜ-ସିଦ୍ଧାର୍ଥଙ୍କ ବ୍ରେକ୍‌କପ୍‌ ନେଇ ଚର୍ଚ୍ଚା; ମୁହଁ ଖୋଲି ଅଭିନେତା କହିଲେ…

ବମ୍ବେ: ବିଗ୍‌ବସ୍‌ର ଲୋକପ୍ରିୟ ଯୋଡ଼ି ଶେହନାଜ ଗିଲ-ସିଦ୍ଧାର୍ଥ ଶୁକ୍ଳାଙ୍କ ବ୍ରେକ୍‌ଅପ୍‌କୁ ନେଇ ଚର୍ଚ୍ଚା। କଥାଟି କେତେ ସତ କେତେ ମିଛ ତାହା ଜଣାପଡ଼ି ନାହିଁ। ହେଲେ ବ୍ରେକ୍‌ଅପ୍‌ ଗୁଜବକୁ ନେଇ ମୁହଁ ଖୋଲିଛନ୍ତି ସିର୍ଦ୍ଧାର୍ଥ। ଟୁଇଟରରେ ସେ ପୋଷ୍ଟ କରି କହିଛନ୍ତି, କିଛି ଖବର ଶୁଣିବାକୁ ଏବଂ ପଖିବାକୁ ମିଳୁଛି। ବହୁତ ହସ ଲାଗୁଛି। ଚମକାଇବାର ଇଚ୍ଛା ଯଦି ଇଚ୍ଛା ଅଛି ତେବେ ଭଲ ଖବର ଲେଖ। ଏତେ ନକରାତ୍ମକତା କେଉଁଠୁ ଆଣୁଛ। ମୋ ବିଷୟରେ ମୋଠାରୁ ଅଧିକ କେହି କିଭଳି ଜାଣିପାରିବ। ଏପରି ତ ମୁଁ କହିପାରିବି। ଭଗବାନ ସମସ୍ତଙ୍କୁ ଆଶୀର୍ବାଦ ଦିଅନ୍ତୁ ବୋଲି ସେ କହିଛନ୍ତି।

କହିରଖୁଛୁ, ବିଗ୍‌ବସ୍‌ ଘରେ ସିଦ୍ଧାର୍ଥ ଏବଂ ଶେହନାଜଙ୍କ ମଧ୍ୟରେ ବନ୍ଧୁତା ହୋଇଥିଲା। ଉଭୟଙ୍କ ସମ୍ପର୍କ ପ୍ରଶଂସକଙ୍କୁ ପସନ୍ଦ ଆସିଥିଲା। ସିଦ୍ଧାର୍ଥ ଶେହନାଜଙ୍କୁ ତାଙ୍କର ଜଣେ ଭଲ ବନ୍ଧୁ ବୋଲି କହିବା ସହ ତାଙ୍କ ସହ ସବୁବେଳେ ରହିବେ ବୋଲି କହିଥିଲେ। ଅପରପକ୍ଷେ ଶେହନାଜ ତାଙ୍କୁ ଏକତରଫା ଭଲ ପାଉଥିବା ସ୍ବିକାର କରିଥିଲେ। ହେଲେ ଏବେ ସବୁକିଛି ଠିକ୍‌ ଚାଲି ନ ଥିବା ଅନୁମାନ କରାଯାଉଛି। ଏନେଇ ପ୍ରତ୍ୟେହ ନୂଆ ନୂଆ କଥା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri