Posted inଜାତୀୟ

କେନାଲକୁ ଖସିଲା ବସ୍‌ : ୪୫ ଯାତ୍ରୀଙ୍କ ପାଇଁ ପାଲଟିଲା ଶେଷ ଯାତ୍ରା

ଭୋପାଳ, ୧୬।୨ : ମଧ୍ୟ ପ୍ରଦେଶର ସିଧି ଜିଲା ପାଟନା ଗ୍ରାମ ନିକଟରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ୫୦ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ବାନ୍‌ଗାଙ୍ଗା ଡ୍ୟାମର ଏକ କେନାଲରେ ଖସିପଡ଼ିଛି। ଏହି ଘଟଣାରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨୦ ମହିଳା ଓ ଜଣେ ଶିଶୁ ରହିଛନ୍ତି। ଦୁର୍ଘଟଣା ପରେ ବସଟି ସମ୍ପୂର୍ଣ୍ଣ ବୁଡି ଯାଇଥିଲା। ଯାହାଫଳରେ ଉଦ୍ଧାରକାରୀ ଦଳ ଓ ସ୍ଥାନୀୟ ପୋଲିସକୁ ବସକୁ ଠାବ କରିବାକୁ ଲାଗିଥିଲା ୩ ଘଣ୍ଟା। ଏହାପରେ କ୍ରେନ ଜରିଆରେ ବସ୍‌କୁ ପାଣିରୁ ଉଠାଯାଇଥିଲା। ଯାତ୍ରୀଙ୍କ ମଧ୍ୟରେ କେବଳ ୭ ଜଣ ପହଁରି କୂଳକୁ ଆସିପାରିଥିଲେ।

ଏ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପାଇଁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କିରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୪: ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ପୂର୍ବରୁ ଆହ୍ଲାବାଦ୍‌ ହାଇକୋର୍ଟ ରାଜ୍ୟରେ କରୋନା ସଂକ୍ରମଣ...

ଅଧ୍ୟକ୍ଷ ପଦ ଛାଡ଼ିବେ ରାହୁଲ

ନୂଆଦିଲ୍ଲୀ,୨୮ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହାନ୍ତି ରାହୁଲ ଗାନ୍ଧୀ। ସେ ଇସ୍ତଫା ଦେବା ଲାଗି...

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୨ ଜୈଶ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୮।୬: ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ବଘାମା ଅଞ୍ଚଳରେ ଦ୍ୱିତୀୟ ଥର ପାଇଁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ...

ପୁଡୁଚେରୀରେ ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ,୨୪।୨: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଏବଂ ତାଙ୍କ ମନ୍ତ୍ରୀ ପରିଷଦର ଇସ୍ତଫା ଦେବାର ଗୋଟିଏ ଦିନ ପରେ ବୁଧବାର କେନ୍ଦ୍ର କ୍ୟାବିନେଟ ରାଷ୍ଟ୍ରପତି...

ପ୍ଲାଷ୍ଟିକ୍‌ ମୁକ୍ତ ଭାରତ ପାଇଁ ଶପଥ ନେବା

ନୂଆଦିଲ୍ଲୀ,୩୦ା୯(ପି.ଟି.): ସ୍ବଚ୍ଛ ଭାରତ ଅଭିଯାନ, ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତରେ ପ୍ଲଗିଙ୍ଗ୍‌ ଅଭିଯାନ ଆରମ୍ଭ କରିବା ଲାଗି ତାଙ୍କର...

ଗୁଜରାଟ ଏମ୍ସର ଶିଳାନ୍ୟାସ କଲେ ମୋଦି

ନୂଆଦିଲ୍ଲୀ,୩୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜକୋଟରେ ହେବାକୁ ଥିବା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ର ଶିଳାନ୍ୟାସ କରିଛନ୍ତି । ଭିଡିଓ...

ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ପରଲୋକ

ନୂଆଦିଲ୍ଲୀ,୧୧।୯-ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ଶୁକ୍ରବାର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେଲା ଗୁରୁତର...

ଜମ୍ମୁ-କଶ୍ମୀର: ସେନା-ପୋଲିସ ଅଧିକାରୀଙ୍କ ସହ ଭେଟିଲେ ବିଦେଶୀ ପ୍ରତିନିଧି ମଣ୍ଡଳ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଲୋଚନା

ଜମ୍ମୁ,୧୮ ।୨: ଜମ୍ମୁ-କଶ୍ମୀର ଗସ୍ତରେ ଆସିଥିବା ବିଦେଶୀ ପ୍ରତିନିଧି ମଣ୍ଡଳ ଗୁରୁବାର ସେନା ଓ ଜମ୍ମୁ-କଶ୍ମୀର ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି । ଏହି ସମୟରେ ଘାଟିରେ...

Advertisement


Archives

Model This Week