Posted inଜାତୀୟ

ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ କର୍ତାରପୁର ଯାତ୍ରାରେ ସାମିଲ ହେଲେନି ସିଦ୍ଧୁ

ଚଣ୍ଡିଗଡ଼, ୧୮।୧୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ନେତୃତ୍ୱରେ ତାଙ୍କ କ୍ୟାବିନେଟ ସହକର୍ମୀ, ବିଧାୟକ ଓ ସେମାନଙ୍କ ପରିବାର ସଦସ୍ୟମାନେ କର୍ତାରପୁର ସାହିବକୁ ଯାତ୍ରା କରିଥିଲେ। ତେବେ ଏହି ଯାତ୍ରାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନବଜ୍ୟୋତ ସିଂ ସିଦ୍ଧୁ ସାମିଲ ହୋଇନାହାନ୍ତି। କର୍ତାରପୁର ସାହିବ କରିଡର ଖୋଲିବା ନେଇ ୨୦୧୯ରେ ସିଦ୍ଧୁ ପ୍ରଥମେ ଖବର ପ୍ରକାଶ କରି ବିବାଦ ଘେରକୁ ଆସିଥିଲେ। ମଙ୍ଗଳବାର କର୍ତାରପୁର କରିଡର ଖୋଲିବା ସମ୍ପର୍କରେ କେନ୍ଦ୍ର ସରକାର ଘୋଷଣା କରିବା ପରେ ଜାଠରେ ସାମିଲ ହେବା ପାଇଁ ସିଦ୍ଧୁଙ୍କୁ ଅନୁରୋଧ କରାଯାଇଥିଲା। ତେବେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଯାତ୍ରାରେ ସାମିଲ ହେବେ ନାହିଁ ବୋଲି ଜନସମ୍ପର୍କ ଅଧିକାରୀ ଓ ଗୋଇନ୍ଦା ଅଫିସରଙ୍କୁ ଜଣାଇଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଆନ୍ଦୋଳନରୁ ଅଲଗା ହେଲେ ଦୁଇ ପ୍ରମୁଖ ସଂଗଠନ

ନୂଆଦିଲ୍ଲୀ,୨୭ା୧- ଦେଶର ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ଯୋଗୁ ଚାଷୀ ଆନ୍ଦୋଳନରୁ ଅଲଗା ହୋଇଛନ୍ତି ଦୁଇ ପ୍ରମୁଖ ସଂଗଠନ। ରାଷ୍ଟ୍ରୀୟ କିଷାନ ମଜଦୁର ସଂଗଠନ...

୫ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

କୋର୍ଟ ଶୁଣାଣିର ମିଡ଼ିଆ ରିପୋର୍ଟିଂ ରୋକା ଯାଇ ପାରିବ ନାହିଁ: ଇସିଙ୍କୁ ଏସ୍‌ସିଙ୍କ ଉତ୍ତର..

ନୂଆଦିଲ୍ଲୀ,୬।୫: କୋର୍ଟ ଶୁଶାଣିର ମିଡ଼ିଆ ରିପୋର୍ଟିଂକୁ ରୋକା ଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ(ଏସ୍‌ସି) ନିର୍ବାଚନ ଅୟୋଗ(ଇସି)ଙ୍କୁ ଉତ୍ତର ଦେଇଛନ୍ତି। ମାଡ୍ରାସ୍‌ ହାଇକୋର୍ଟଙ୍କ କଡ଼ା ଟିପ୍ପଣୀ...

ଆନନ୍ଦ ମହିନ୍ଦ୍ରାଙ୍କ ହସ୍ତକ୍ଷେପ ପରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀଙ୍କୁ ମିଳିଲା ଗ୍ୟାସ୍‌ କନେକ୍ସନ

କୋଏମ୍ବାଟୁର, ୧୨।୯:ତାମିଲନାଡୁ କୋଏମ୍ବାଟୁର୍‌ରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀ କମଲାଥଲଙ୍କୁ ଗ୍ୟାସ୍‌ କନେକ୍ସନ ଯୋଗାଇ ଦିଆଯାଇଛି।ବିଶିଷ୍ଟ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରାଙ୍କ...

ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀଙ୍କୁ ଗିରଫ କଲା ଏନ୍‌ଆଇଏ

କୋଲକାତା, ୨୭।୯: ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାର ଜଲଙ୍ଗି ଥାନା...

ମୋଦିଙ୍କ ରାଲିକୁ ଯାଉଥିବା ବସ୍‌ ଧକ୍କାରେ ଗଲା ପରିବାରର ୩ ଜୀବନ

ସାହରନପୁର, ୪।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡେରାଡୁନ୍‌ ରାଲିକୁ ଲୋକ ନେଇ ଯାଉଥିବା ଏକ ବସ୍‌ ଧକ୍କାରେ ଚାଲିଯାଇଛି ଗୋଟିଏ ପରିବାରର ୩ ଜଣଙ୍କ ଜୀବନ।...

ଅସୁସ୍ଥତା କାରଣରୁ ନିର୍ବାଚନ ରାଲିରେ ଯୋଗ ଦେଇ ନ ପାରନ୍ତି ସୋନିଆ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ୫ ଫେବୃୟାରୀରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। ହେଲେ...

ପାଙ୍ଗୋଙ୍ଗ୍‌ରୁ ସେନା ପ୍ରତ୍ୟାହାର ଆରମ୍ଭ

ନୂଆଦିଲ୍ଲୀ, ୧୧।୨(ପି.ଟି.): ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ସୀମା ବିବାଦକୁ ନେଇ ୯ ମାସ ହେଲା ଅଚଳାବସ୍ଥା ଲାଗି ରହିଥିବା ବେଳେ...

Advertisement
Archives

Model This Week