Posted inଜାତୀୟ

ନିର୍ବାଚନ ଲଢିବା ଖବରକୁ ଖଣ୍ଡନ କଲେ ସିଦ୍ଧୁଙ୍କ ପିତା

ଚଣ୍ଡିଗଡ଼,୫ ।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ମେ’ ୨୯ ଦିନ ଦ୍ୱିପ୍ରହରରେ କେତେଜଣ ଅଜ୍ଞାତ ବ୍ୟକ୍ତି ଗୁଳିକରି ହତ୍ୟା କରିଛନ୍ତି । ଏହାପରେ ଏହି ଘଟଣାକୁ ନେଇ ରାଜନୀତି ହୋଇଛି ସରଗରମ । ପଞ୍ଜାବୀ ସିଙ୍ଗର ସିଦ୍ଧୁଙ୍କ ସମର୍ଥକ ଲଗାତାର ନ୍ୟାୟ ଦାବି କରି ଚାଲିଛନ୍ତି । ଏପଟେ ପୁଅକୁ ହରାଇ ସିଦ୍ଧୁଙ୍କ ମାତା-ପିତା ଶନିବାର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ନ୍ୟାୟ ପାଇଁ ଗୁହାରି କରିଛନ୍ତି ।
ଗଣମାଧ୍ୟମର ସୂଚନା ଅନୁଯାୟୀ, ସିଦ୍ଧୁଙ୍କ ପରିବାର ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି । ଇତିମଧ୍ୟରେ ଶୁଣିବାକୁ ମିଳିଥିଲା କି ସିଦ୍ଧୁ ମୁସେୱାଲଙ୍କ ପିତା କୌଣସି ରାଜନୈତିକ ଦଳରେ ସାମିଲ ହୋଇ ପାରନ୍ତି ଓ ଅଗାମୀ ନିର୍ବାଚନ ଲଢିପାରନ୍ତି । ହେଲେ ଏହାକୁ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ କରିଛନ୍ତି ସିଦ୍ଧୁଙ୍କ ପିତା । ଏ ସମ୍ପର୍କର ସେ ଏକ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରିବା ସହ ଏଭଳି ଘଟଣା ଉପରେ ଧ୍ୟାନ ନ ଦେବାକୁ କହିଛନ୍ତି । ପୁଅ ସିଦ୍ଧୁଙ୍କ ୟଟ୍ୟୁବ ଚ୍ୟାନେଲ ଓ ସୋସିଆଲ ମିଡିଆ ଆକାଉଣ୍ଟରେ ସିଦ୍ଧୁଙ୍କ ପିତା ଏକ ୫୫ ସେକେଣ୍ଡର ଭିଡିଓ ଶେୟାର କରି କହିଛନ୍ତି, ସୋସିଆଲ ମିଡିଆରେ ଯାହା ସବୁ ହେଉଛି ତାକୁ ନେଇ ସେ ଖୁବ୍ ଦୁଃଖିତ । କାରଣ ଆଗାମୀ ଦିନରେ ନା ସେ ରାଜନୀତିରେ ଯୋଗ ଦେଉଛନ୍ତି ନା ନିର୍ବାଚନ ଲଢୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri