Posted inଜାତୀୟ

ସିଦ୍ଧୁ ମୁସେୱାଲା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଚଣ୍ଡିଗଡ,୩୦।୮: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ମାମଲାରେ ପଞ୍ଜାବ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ସମ୍ପର୍କୀୟ ସଚିନ ବିଷ୍ଣୋଇଙ୍କୁ ଆଜେରବାଇଜାନରୁ ଗିରଫ କରାଯାଇଛି। ଅଭିଯୋଗ ଅନୁଯାୟୀ, ସଚିନ ବାହାରୁ ଲରେନ୍ସ ଗ୍ୟାଙ୍ଗକୁ ନିର୍ଦ୍ଦେଶ ଦେଉଥିଲେ।
ମେ ୨୯ରେ ମୁସଓ୍ବୋଲାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ୩୪ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। କୋର୍ଟରେ ୨୪ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରାଯାଇଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଗରୂପ ରୂପା ଏବଂ ମନପ୍ରୀତ ମନୁ କୁସାଙ୍କୁ ପୋଲିସ ଏନକାଉଣ୍ଟରରେ ହତ୍ୟା କରାଯାଇଛି। ସେମାନଙ୍କ ଏନକାଉଣ୍ଟର ସମ୍ପର୍କରେ କୋର୍ଟଙ୍କୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କୁଳର ନା ସେ କୁଳର

ନୂଆଦିଲ୍ଲୀ,୩୧ା୩(ପି.ଟି.): ମୁଣ୍ଡ ପରେ ମୁଣ୍ଡ ନେଇଚାଲିଥିବା ଘାତକ ଭୂତାଣୁ କୋଭିଡ୍‌-୧୯ର ମୁକାବିଲା ପାଇଁ କେନ୍ଦ୍ର ସରକାର ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୋମବାର ଏହି ତାଲାବନ୍ଦ...

ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ରାଜୀବ...

ବଳାତ୍କାର ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ଆଜୀବନ ଜେଲ

ଲକ୍ଷ୍ନୌ,୧୨।୧୧: ପୂର୍ବତନ ଉତ୍ତରପ୍ରଦେଶ ମନ୍ତ୍ରୀ ଗାୟତ୍ରୀ ପ୍ରଜାପତି ଓ ଅନ୍ୟ ଦୁଇ ଜଣଙ୍କୁ ଜଣେ ମହିଳାଙ୍କୁ ବଳାତ୍କାର କରିବା ମାମଲାରେ ଆଜୀବନ ଜେଲ ଦଣ୍ଡରେ ଦଣ୍ଡିତ...

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ନିଆଁ : ନୌସେନା ଅଧିକାରୀ ମୃତ

ସୁରଟ,୨୭ା୪: ରୁଷିଆଠାରୁ କିଣାଯାଇଥିବା ଭାରତର ସବୁଠାରୁ ବଡ଼ ବିମାନବାହୀ ଜାହାଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ଅଗ୍ନିକାଣ୍ଡ ଘଟିଛି। ଏହା ଶୁକ୍ରବାର ସକାଳେ କରଓ୍ବର ବନ୍ଦର ଅଭିମୁଖେ ଯାଉଥିବାବେଳେ...

ଯୁବବର୍ଗଙ୍କୁ ଭୁଲ୍‌ ରାସ୍ତା ଦେଖାଉଥିବା ଲୋକ ନେତା ନୁହେଁ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ ରାଜନୀତିଠାରୁ ସବୁବେଳେ ନିଜକୁ ଦୂରେଇ ରଖିଥାଏ ଭାରତୀୟ ସେନା। ହେଲେ ଏବେ ସ୍ଥଳସେନା ମୁଖ୍ୟ ବିପିନ ରାଓ୍ବତ ଏମିତି ଏକ କଥା କହିଛନ୍ତି...

ଭାରତକୁ ଟପିବ ବାଂଲାଦେଶ

ନୂଆଦିଲ୍ଲୀ,୧୫।୧୦: ଚଳିତ କ୍ୟାଲେଣ୍ଡର ବର୍ଷରେ ମୁଣ୍ଡ ପିଛା ମୋଟ ଘରୋଇ ଉତ୍ପାଦ(ଜିଡିପି) କ୍ଷେତ୍ରରେ ବାଂଲାଦେଶ ଭାରତକୁ ପଛରେ ପକାଇଦେବ। କୋଭିଡ୍‌-୧୯ ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ...

ମାର୍ଚ୍ଚ ୨୦ରେ ପୁଣି ଇଡିରେ ହାଜର ହେବେ କବିତା

ନୂଆଦିଲ୍ଲୀ,୧୬।୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ.କବିତା ପୁଣି ମାର୍ଚ୍ଚ ୨୦ରେ ହାଜର ହେବା ପାଇଁ ଇଡି...

ରାଏବରେଲି ଏବଂ ଆମେଠି ସିଟ ନିଜ ପାଖରେ ରଖିବେ ଗାନ୍ଧୀ ପରିବାର…

ନୂଆଦିଲ୍ଲୀ,୧୩।୩ : ଉତ୍ତରପ୍ରଦେଶରେ ଗାନ୍ଧୀ-ନେହେରୁ ପରିବାରର ବୋଲି ବିବେଚନା କରାଯାଉଥିବା ରାଏବରେଲି ଏବଂ ଆମେଠି ଲୋକସଭା ଆସନକୁ ନେଇ ଅନେକ ପ୍ରକାରର କଳ୍ପନାଜଳ୍ପନା ଚାଲିଛି। ରାଏ...

Advertisement
Archives

Model This Week