Posted inଜାତୀୟ

ସିଦ୍ଧୁ ମୁସେୱାଲା ହତ୍ୟାର ମାଷ୍ଟରମାଇଣ୍ଡ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାର କାଲିଫର୍ନିଆରେ ଅଟକ

ନୂଆଦିଲ୍ଲୀ,୨ ।୧୨: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ହତ୍ୟାର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଗୋଲ୍ଡି ବରାରଙ୍କୁ କାଲିଫର୍ନିଆରେ ଅଟକ ରଖାଯାଇଛି । ଭାରତର ଗୁଇନ୍ଦା ଏଜେନ୍ସି ପକ୍ଷରୁ ଏହି ସୂଚନା ଦିଆଯାଇଛି । ହେଲେ ଏବେ ପର୍ଯ୍ୟନ୍ତ କାଲିଫର୍ନିଆ ପକ୍ଷରୁ ଭାରତ ସରକାରଙ୍କୁ କୌଣସି ଅଫିସିୟାଲ ସୂଚନା ଦିଆଯାଇନାହିଁ ।
ସୂଚନାଯୋଗ୍ୟ, ମେ ୨୯ରେ ସିଦ୍ଧୁ ମୁସେୱାଲାଙ୍କୁ ହତ୍ୟା କରାଯାଇଥିଲା । ତାଙ୍କୁ ସର୍ବସାଧାରଣଙ୍କ ସାମ୍ନାରେ ଗୁଳି କରାଯାଇଥିବା ବେଳେ ସେହିଠାରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ହତ୍ୟାକାଣ୍ଡର ମାଷ୍ଟର ମାଇଣ୍ଡ ଗୋଲ୍ଡି ବରାର ବୋଲି କୁହାଯାଉଛି । ସେ ହିଁ ଲରେନ୍ସ ବିଶ୍ନୋଇଙ୍କ ସହ ମିଶି ମୁସେୱାଲାଙ୍କ ହତ୍ୟାର ସମ୍ପୂର୍ଣ୍ଣ ପ୍ଲାନିଂ କରି ଶୁଟରଙ୍କ ଜରିଆରେ ମୁସେୱାଲାଙ୍କୁ ହତ୍ୟା କରାଯାଇଥିଲା । ପୋଲିସ ଏହି ଘଟଣାରେ ୩୪ ଜଣଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?