Posted inଜାତୀୟ

ସିଦ୍ଧୁ ମୁସେୱାଲା ହତ୍ୟାକାଣ୍ଡ: ୨ ଯୁବକ ଅଟକ, ହତ୍ୟାରେ ବ୍ୟବହୃତ ବୋଲେରୋ ସହ ଅଛି ସମ୍ପର୍କ

ଚଣ୍ଡିଗଡ଼,୩ ।୬: ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସେୱାଲା ହତ୍ୟା ଘରଣାର ଖିଅ ଖୋଜି ଚାଲିଛି ପଞ୍ଜାବ ପୋଲିସ । ପୋଲିସର ଏକ ଟିମ ଗୁରୁବାର ଫତେହାବାଦ ଗାଁ ଭିରଡାନାରେ ସର୍ଚ୍ଚ ଅପରେଶନ କରି ୨ ଯୁବକଙ୍କୁ ଅଟକ ରଖିଛନ୍ତି । ପୱନ ବିଶ୍ନୋଇ ଓ ଖାନ ନାମକ ୨ ଯୁବକଙ୍କୁ ପଞ୍ଜାବ ପୋଲିସ ଅଟକ ରଖିଛି । ମୁସେୱାଲା ହତ୍ୟା ଘଟଣା ସହ ଏମାନଙ୍କର ସମ୍ପର୍କ ଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ଫତେହାବାଦ ପୋଲିସ ସହ ମିଶି ପଞ୍ଜାବ ପୋଲିସ ବୁଢାନା ଗାଁରେ ବିଳମ୍ବିତ ରାତିରେ ସର୍ଚ୍ଚ ଅବରେଶନ କରିଥିଲା । ପରେ ଏହି ୨ ଯୁବକଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇଥିଲା । ତେବେ ମୁସେୱାଲା ହତ୍ୟା ଘଟଣାରେ ବ୍ୟବହୃତ ବୋଲେରୋ ଗାଡି ସହ ଏମାନଙ୍କର ସମ୍ପର୍କ ଥିବା କୁହାଯାଉଛି । ସୁଟର ବୋଲେରୋ ଓ କୋରେଲା ଗାଡିରେ ଆସି ମୁସେୱାଲାଙ୍କ ଉପରକୁ ଆଖିବାଜା ଗୁଳି ଚଳାଇଥିଲେ । ଯାହା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri