Posted inଜାତୀୟ

ଆଜି ମୁକୁଟ ପିନ୍ଧିବେ ସିଦ୍ଧୁ: ପ୍ରଥମେ କ୍ୟାପଟେନ୍‌ଙ୍କ ସହ ପିଇବେ ଚା’

ଚଣ୍ଡିଗଡ,୨୩।୭: ପଞ୍ଜାବ ପ୍ରଦେଶ କଂଗ୍ରେସର ନୂତନ ସଭାପତିି ନବଜୋତ ସିଂ ସିଦ୍ଧୁ କିଛି ସମୟ ମଧ୍ୟରେ ଦାୟିତ୍ୱ ଗ୍ରହଣ କରିବେ। ଶୁକ୍ରବାର ସେ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ନିମନ୍ତ୍ରଣରେ ଚା’ ପିଇବା ପାଇଁ ପଞ୍ଜାବ ଭବନରେ ପହଞ୍ଚିଛନ୍ତି ସିଦ୍ଧୁ। ତାଙ୍କ ବ୍ୟତୀତ କଂଗ୍ରେସ ମନ୍ତ୍ରୀ ଓ ବିଧାୟକ ମଧ୍ୟ ସେଠାରେ ପହଞ୍ଚିବା ଆରମ୍ଭ କରିଛନ୍ତି। କ୍ୟାପଟେନ ମଧ୍ୟ କିଛି ସମୟ ମଧ୍ୟରେ ପଞ୍ଜାବ ଭବନରେ ପହଞ୍ଚିବାକୁ ଯାଉଛନ୍ତି।
ସମସ୍ତ ବିବାଦକୁ ଭୁଲି ଗୁରୁବାର କ୍ୟାପଟେନ ଅମରିନ୍ଦର ସିଂ ସିଦ୍ଧୁଙ୍କ ଦାୟିତ୍ୱ ଗ୍ରହଣ ସମାରୋହରେ ଯୋଗଦେବାକୁ ରାଜି ହୋଇଥିଲେ। ତେବେ ସିଦ୍ଧୁ ତାଙ୍କ ଦାବି ଅନୁଯାୟୀ କ୍ୟାପଟେନଙ୍କୁ କ୍ଷମା ମାଗି ନାହାଁନ୍ତି। କିନ୍ତୁ ପାର୍ଟି ହାଇକମାଣ୍ଡର ନିର୍ଦ୍ଦେଶ ପରେ କ୍ୟାପଟେନ ଏହି ସମାରୋହରେ ଅଂଶଗ୍ରହଣ କରିବାକୁ ରାଜି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ କଲା ପିଆଜ

ମଦୁରାଇ,୮।୧୨: ଦେଶର ବିଭିନ୍ନ ଭାଗରେ ପିଆଜ ସେଞ୍ଚୁରି ମାରିଥିବା ବେଳେ ତାମିଲନାଡୁର ମଦୁରାଇରେ କିନ୍ତୁ ଏହା ରେକର୍ଡ କରିଛି। ରବିବାର ଏଠାରେ ପିଆଜର କିଲୋଗ୍ରାମ୍‌ ପ୍ରତି...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ: ଖଣ୍ଡନ କଲା ପୋଲିସ

ନୂଆଦିଲ୍ଲୀ,୮।୧୨- ଆନ୍ଦୋଳନରତ କୃଷକଙ୍କୁ ଭେଟିବାର ପର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ ରଖାଯାଇଥିବା ମଙ୍ଗଳବାର ସକାଳେ ଅଭିଯୋଗ ଆଣିଥିଲା ଆମ ଆଦମି...

ବାଜପେୟୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ମୋଦି

ଲକ୍ଷ୍ନୌ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ ଅବସରରେ ବୁଧବାର ଉତ୍ତରପ୍ରଦେଶ ଲକ୍ଷ୍ନୌସ୍ଥିତ ଲୋକ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରତିମୂର୍ତ୍ତି ଲୋକାର୍ପଣ...

ଦିଲ୍ଲୀ ଉପରେ ସଙ୍କଟ, ଧସିବାରେ ଲାଗିଛି ଭୂଇଁ …

ନୂଆଦିଲ୍ଲୀ, ୧୮।୧ : ରାଜଧାନୀ ଦିଲ୍ଲୀ ଉପରେ ନୂଆ ସଙ୍କଟ ଘନେଇବାରେ ଲାଗିଛି। ମାଟି ତଳେ ପାଣିର ଅଭାବ ଯୋଗୁ ଦିଲ୍ଲୀର ଭୂଇଁ ଧସିବାରେ ଲାଗିଛି।...

ପାକିସ୍ତାନକୁ କଡ଼ା ସମାଲୋଚନା କଲା ଭାରତ

ନୂଆଦିଲ୍ଲୀ,୧୮ା୧୧: ଜାତିସଂଘରେ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଭାରତ। ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାରୁ ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ମିଥ୍ୟା ପ୍ରଚାର ପାଇଁ ପାକିସ୍ତାନ...

୨୭ ସେଲିବ୍ରିଟିଙ୍କୁ ସୁରକ୍ଷା ଦେବେ ପଞ୍ଜାବ ସରକାର, ସମୀକ୍ଷା ଜାରି…

ଚଣ୍ଡିଗଡ଼, ୧।୬ : ପଞ୍ଜାବରେ ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସୱାଲାଙ୍କ ହତ୍ୟା ପରେ ଭିଭିଆଇପି ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାର ନିଜର ଭୁଲକୁ ସୁଧାରିବାକୁ ଚେଷ୍ଟା...

ଏହି ରାଜ୍ୟରେ ମେ’୩୦ ଯାଏ ଲକ୍‌ଡାଉନ

କୋଲକାତା,୧୫।୫: ରାଜ୍ୟରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ପଶ୍ଚିମବଙ୍ଗ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଲକ୍‌ଡାଉନ ଘୋଷଣା...

ଜୁଲାଇ ୪ରେ କୋର୍ଟରେ ହାଜର ହେବେ କଙ୍ଗନା

ମୁମ୍ବାଇ,୨୮ ।୬: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସେ ପ୍ରାୟ ସବୁ ବିଷୟକୁ ନେଇ ନିଜର ବୟାନ ଦେଇଥାଆନ୍ତି...

Advertisement
Archives

Model This Week