Posted inଜାତୀୟ

ସିଦ୍ଧୁଙ୍କ ଶକ୍ତି ପ୍ରଦର୍ଶନ: ୬୨ ବିଧାୟକ ଅମୃତସରରେ ପହଞ୍ଚିଲେ

ଚଣ୍ଡିଗଡ,୨୧।୭।ପଞ୍ଜାବ କଂଗ୍ରେସର ସଙ୍କଟ ମଧ୍ୟରେ ଦଳର ନବନିଯୁକ୍ତ ସଭାପତି ନବଜୋତ ସିଂ ସିଦ୍ଧୁ ବୁଧବାର ଅମୃତସରରେ ପ୍ରଥମ ବୈଠକ ଡାକିଥିଲେ। ଏହାପୂର୍ବରୁ ସିଦ୍ଧୁ କଂଗ୍ରେସ ମନ୍ତ୍ରୀ, ବିଧାୟକ ତଥା ରାଜ୍ୟର ବରିଷ୍ଠ ନେତାଙ୍କ ସହ ପୁନଃସମନ୍ବୟ ଅଭିଯାନରେ ଜଡିତ ଥିଲେ। ଏଭଳି ପରିସ୍ଥିତିରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ କ୍ୟାମ୍ପରେ ସମର୍ଥକଙ୍କ ସଂଖ୍ୟା ହ୍ରାସ ପାଉଥିବା ଜଣାପଡିଛି। ରାଜ୍ୟର ଅଧିକାଂଶ ମନ୍ତ୍ରୀ ଓ ବିଧାୟକମାନେ ସିଦ୍ଧୁଙ୍କ ନିଯୁକ୍ତି ଉପରେ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଠିକ କହିଛନ୍ତି। ତେବେ ଦଳର କିଛି ନେତା ଏବେ ମଧ୍ୟ ନୀରବ ଅଛନ୍ତି। ସିଦ୍ଧୁଙ୍କ ନିଯୁକ୍ତି ସମ୍ପର୍କରେ ସେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି। ଗତ ଚାରି ଦିନ ମଧ୍ୟରେ ସିଦ୍ଧୁଙ୍କ ଆନ୍ଦୋଳନ ଏବଂ କ୍ୟାପଟେନଙ୍କ ନୀରବତା ସ୍ପଷ୍ଟ କରିଛି ଯେ ପଞ୍ଜାବରେ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ସିଦ୍ଧୁ ତାଙ୍କ ସପକ୍ଷରେ ସମଗ୍ର ଦଳକୁ ଏକଜୁଟ କରିବାକୁ ଚେଷ୍ଟା କରୁଥିବାବେଳେ କ୍ଷମା ମାଗିବାର ସର୍ତ୍ତ ପୂରଣ ନହେବା ପର୍ଯ୍ୟନ୍ତ କ୍ୟାପଟେନ କୌଣସି ପରିସ୍ଥିତିରେ ହାଇ କମାଣ୍ଡର ନିଷ୍ପତ୍ତି ଗ୍ରହଣ କରିବାକୁ ପ୍ରସ୍ତୁତ ନୁହଁନ୍ତି ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri