ଆବାସ ଯୋଜନା କେଳେଙ୍କାରୀ: କେନ୍ଦୁଝର ସଦର ବ୍ଲକ ଘେରାଉ

କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା କେଳେଙ୍କାରୀ ପ୍ରତିବାଦରେ ଭାଜପା ପକ୍ଷରୁ ସୋମବାର ସଦର ବ୍ଲକ ଘେରାଉ କରିବା ସହ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ବିଧାୟକ ମୋହନ ମାଝୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭ ସଭାରେ ମୋଦି ଘରକୁ ବିଜୁ ଘର କହି ବିଜେଡି ସରକାର କିପରି ଲୋକଙ୍କୁ ଭୋଟ ପାଇଁ ଠକୁଛନ୍ତି ସେ ନେଇ ମାଝୀ ସମାଲୋଚନା କରିଥିଲେ। ସ୍କିମ ଚୋରି ଅଭିଯୋଗରେ ଏ ନେଇ ଥାନାରେ ଏତଲା ଦିଆଯିବ ବୋଲି କହିଥିଲେ। ଦୁର୍ନୀତି ବିରୋଧରେ ସେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏଥିରେ ବହୁ ନେତା ଓ କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ମଝିରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ମତ୍ସ୍ୟଜୀବୀ ଉଦ୍ଧାର

ମହାକାଳପଡ଼ା, ୨୬।୧୦ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ଏକ ଇଞ୍ଜିନ୍‌ଚାଳିତ ଡଙ୍ଗା ଶୁକ୍ରବାର ଅପରାହ୍ନରେ ଭାରସାମ୍ୟ ହରାଇ...

ରାଉରକେଲାରେ ଏସିଡ୍‌ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ

ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍‌ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ...

ଧାନ ବିଲରେ ଫୁଟିଲା ପଦ୍ମ

କଣାସ,୨୧ା୩ (ସ୍ବ.ପ୍ର.): ସମାଜ ଯେତିକି ଆଧୁନିକ ଆଡ଼କୁ ଗତି କରୁଛି ପାଣିପାଗର ପରିବର୍ତ୍ତନ ଯୋଗୁ ବେଳେବେଳେ ଅଜବ ଘଟଣାମାନ ଦେଖିବାକୁ ମିଳୁଛି। ଜଣେ ଚାଷୀଙ୍କ ଖରାଟିଆ...

ପୂର୍ବତନ ମନ୍ତ୍ରୀ ଦାଖଲ କଲେ ନାମାଙ୍କନପତ୍ର

ଢେଙ୍କାନାଳ ଅଫିସ, ୨୨।୧: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଭାଜପା ନେତ୍ରୀ ଅଞ୍ଜଳି ବେହେରା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଗିରିଧାରୀପ୍ରସାଦ ପଞ୍ଚାୟତର ସମିତିସଭ୍ୟ ପଦବୀ...

ଦନ୍ତା ଆକ୍ରମଣରେ ଦୁଇ ଆହତ

ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି...

କୋରାପୁଟରେ ଲକ୍‌ଡାଉନ ସ୍ଥିତି ପରଖିଲେ ପୋଲିସ ଡିଜି

ଜୟପୁର,୧୮ା୪(ଡି.ଏନ୍‌.ଏ./ନି.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କୋରାପୁଟ ଜିଲା ଗସ୍ତରେ ପହଞ୍ଚତ୍ ଲକ୍‌ଡାଉନ ସ୍ଥିତି ସମୀକ୍ଷା କରିଛନ୍ତି। ପୂର୍ବାହ୍ନରେ କୋରାପୁଟ ସଦରସ୍ଥିତ ସୀମା ସୁରକ୍ଷା ବାହିନୀର...

ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ...

ନ୍ୟାୟ ଦାବିରେ ଏସ୍‌ପିଙ୍କ ଦ୍ୱାରସ୍ଥ ଦମ୍ପତି

ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ସରକାରୀ ଓ ମହାପ୍ରଭୁଙ୍କ ଜମି, କାଜୁ ଜଙ୍ଗଲ ଉପରେ ପଥର ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ଏପରିକି ସ୍ଥିତିବାନ...

Advertisement


Archives

Model This Week