Posted inଜାତୀୟ

ଭାରତୀୟ ସେନାଙ୍କ ହାତରେ ଅତ୍ୟାଧୁନିକ ରାଇଫଲ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୭।୧୦: ଭାରତୀୟ ସେନାଙ୍କ ହାତରେ ଏବେ ସିଗ୍‌ ସୌସର ଆସଲ୍ଟ ରାଇଫଲ ରହିବ। କେନ୍ଦ୍ର ସରକାର ୭୨ ହଜାର ୫୦୦ଟି ରାଇଫଲ କିଣିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ୱାରା ଏଲ୍‌ଏସି ଏବଂ ଏଲ୍‌ଓସିରେ ସେନାର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ଏହି ରାଇଫଲ ଦିଆଯାଇଛି। ଏବେ ସେନାଙ୍କ ପାଖରେ ଏଭଳି ଅତ୍ୟାଧୁନିକ ରାଇଫଲ ରହିବା ଜରୁରୀ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆମେରିକାଠାରୁ ଦେଢ଼ଲକ୍ଷ ରାଇଫଲ କିଣିବା ପାଇଁ ସରକାର ଯୋଜନା କରିଛନ୍ତି। ଭାରତୀୟ ସେନାକୁ ସିଗ୍‌ ସୌସର ଆସଲ୍ଟ ରାଇଫଲ ପ୍ରଦାନ କରାଯିବା ନେଇ ଚାଇନା ଏବଂ ପାକିସ୍ତାନର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରୁରୀଭିତ୍ତିରେ ଫର୍ମ ପୂରଣ କର

ନୂଆଦିଲ୍ଲୀ,୭।୩ : ୟୁକ୍ରେନ୍‌ରୁ ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସେଠାରେ ଆହୁରି ଅନେକ ରହିଯାଇଥିବାବେଳେ ଭାରତୀୟ ଦୂତାବାସ ପକ୍ଷରୁ ସେମାନଙ୍କ ପାଇଁ ରବିବାର...

ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ହାଇଦ୍ରାବାଦ,୪।୧୨: ବରିଷ୍ଠ ରାଜନେତା ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କୋନିଜେତି ରୋସାଇଆଙ୍କ ଶନିବାର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ...

ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟିଂ:ହାର୍ଡ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଲକ୍ଷ୍ନୌ,୨୧।୬:ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରିବା ଅଭିଯୋଗରେ ଗାୟକ ତାରଣ...

ବରିଷ୍ଠ ନେତାଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସ୍‌ପି)ର ପରାଜୟ ପରେ ଦଳ ଶିକ୍ଷାଲାଭ କରିଛି। ଏବେ ଭାଇ ଶିବପାଲ୍‌ ଯାଦବଙ୍କ ସମେତ ବରିଷ୍ଠ ନେତାମାନଙ୍କୁ ଦଳକୁ ଫେରାଇ...

‘ନିର୍ବାଚନ ପରେ ଜୟ ଶ୍ରୀ ରାମ ଜପ କରିବେ ଦିଦି’

କୋଲକାତା, ୧୧।୨- ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ (ଦିଦି) ‘ଜୟ ଶ୍ରୀ ରାମ’ ଜପ କରିବେ। ପଶ୍ଚିମବଙ୍ଗର କୁଚ ବିହାରରେ ଏକ...

କରୋନାରେ ବିଚାରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍‌ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ...

ଜନ୍ମ ତାରିଖରୁ ଜାଣନ୍ତୁ ଶୁଭାଶୁଭ

ଜ୍ୟୋତିଷାଚାର୍ଯ୍ୟ ମନିଷ ଶର୍ମାଙ୍କ ଗଣନାରେ ଜନ୍ମ ତାରିଖ ଅନୁଯାୟୀ ଅଗଷ୍ଟ ୧୨ରୁ ୧୮ ତାରିଖ ମଧ୍ୟରେ ଦିନ କେମିତି କଟିବ ତାହା ଜାଣନ୍ତୁ। *୧,୧୦,୧୯ ଓ...

ୟାସିନ ମଲିକଙ୍କ ସଜାକୁ ନେଇ ଇସଲାମିକ ସଙ୍ଗଠନ ଉଠାଇଥିବା ପ୍ରଶ୍ନର କଡା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮ ।୫: ଭାରତ ଶୁକ୍ରବାର ସ୍ପଷ୍ଟ କରିଛି ଯେ ୟାସିନ ମଲିକଙ୍କ ମାମଲାରେ ଇସଲାମିକ ସହଯୋଗୀ ସଙ୍ଗଠନ(ଓଆଇସି) ଦେଉଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ । ବୈଦେଶିକ...

Advertisement
Archives

Model This Week