ଦୁଇଚକିଆ ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି

ନୂଆଦିଲ୍ଲୀ,୩।୬:କ୍ରମାଗତ ଭାବେ ଘରୋଇ ବଜାରରେ ଦୁଇଚକିଆ ଯାନ ବିକ୍ରିରେ ବୃଦ୍ଧି ପରିଲଖିତ କରାଯାଉଛି। ଏପରି କି ୨୦୨୪ ପାର୍ବଣଠାରୁ ଦୁଇ ଚକିଆ ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି ଦେଖିବାକୁ ମିଳିଥିଲା। ବିଶେଷ କରି ଦେଶର ଗ୍ରାମାଞ୍ଚଳରେ ଦୁଇଚକିଆ ଯାନର ବିକ୍ରି ପରିମାଣ ଅଟୋ ଶିଳ୍ପର ମାସିକ ଯାନ ବିକ୍ରି ଫଳାଫଳରୁ ସ୍ପଷ୍ଟ ଜଣାପଡିଛୁ।

ଅପରପକ୍ଷରେ ଦୁଇ ଚକିଆ ଯାନ ବ୍ରାଣ୍ଡ ବଜାଜ, ଟିଭିଏସ, ହିରୋ, ହୋଣ୍ଡା, ସୁଜୁକି, ରୟାଲ ଏନ୍‌ଫିଲ୍ଡ, ୟାମାହା ଏବଂ ଅନ୍ୟ ପ୍ରମୁଖ ଦୁଇ ଚକିଆ ଗାଡ଼ିର ଚାହିଦା ଓ ବଜାର ଆବଶ୍ୟକତା ବୃଦ୍ଧି ପାଇଛି। ସେହିଭଳି ଦୁଇ ଚକିଆର ଦର ଓ ଅଫର ସାଙ୍ଗକୁ ଆବଶ୍ୟକ ସୁବିଧା ଓ ସରଞ୍ଜାମ ସହଜରେ ଉପଲବ୍ଧ ହେଉଥିତ୍ବାରୁ ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ଗ୍ରାହକ ଦୁଇ ଚକିଆ ଯାନର ବ୍ୟବହାର ଓ କ୍ରୟକୁ ସର୍ବାଧିକ ପସନ୍ଦ କରୁଛନ୍ତି।

ଏପରି କି ଗାଡି ବିକ୍ରି ପରବର୍ତ୍ତୀ ସେବା ଓ ସହଜରେ ଗାଡିର ଆବଶ୍ୟକ ସେବା ଓ ସୁବିଧା ଉପଲବ୍ଧ ହେଉଥିବାରୁ ଗ୍ରାହକ ଦୁଇ ଚକିଆ ଯାନକୁ ବେଶି ପସନ୍ଦ କରୁଥିବାବେଳେ ଉପଭୋକ୍ତ (ଗ୍ରାହକ)ଙ୍କର ଆବଶ୍ୟକତା ମଧ୍ୟ ପୂରଣ ହୋଇପାରୁଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷରେ ଦୁଇ ଚକିଆ ଯାନର ଚାହିଦା ବୃଦ୍ଧି ସାଙ୍ଗକୁ ଏହି ଅବଧି ମଧ୍ୟରେ ୪ରୁ ୭% ଗାଡି ବିକ୍ରି ବୃଦ୍ଧିର ଆକଳନ ଶିଳ୍ପ ପକ୍ଷରୁ କରାଯାଉଛି। ଏପରି କି ଆଉ କିଛି ମାସ ପରେ ପାର୍ବଣ ଋତୁ ସାଙ୍ଗକୁ ଅନ୍ୟାନ୍ୟ ମହୋତ୍ସବ ଆସିବ। ଅପରପକ୍ଷରେ ୨୦୨୫-୨୬ରେ ଉପରୋକ୍ତ ବ୍ରାଣ୍ଡର ନୂଆ ମଡେଲ ବଜାର ପ୍ରବେଶ ହେବାର କାର୍ଯ୍ୟକ୍ରମ ରହିଛି ବୋଲି ଶିଳ୍ପ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri