ଦୁଇଚକିଆ ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି

ନୂଆଦିଲ୍ଲୀ,୩।୬:କ୍ରମାଗତ ଭାବେ ଘରୋଇ ବଜାରରେ ଦୁଇଚକିଆ ଯାନ ବିକ୍ରିରେ ବୃଦ୍ଧି ପରିଲଖିତ କରାଯାଉଛି। ଏପରି କି ୨୦୨୪ ପାର୍ବଣଠାରୁ ଦୁଇ ଚକିଆ ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି ଦେଖିବାକୁ ମିଳିଥିଲା। ବିଶେଷ କରି ଦେଶର ଗ୍ରାମାଞ୍ଚଳରେ ଦୁଇଚକିଆ ଯାନର ବିକ୍ରି ପରିମାଣ ଅଟୋ ଶିଳ୍ପର ମାସିକ ଯାନ ବିକ୍ରି ଫଳାଫଳରୁ ସ୍ପଷ୍ଟ ଜଣାପଡିଛୁ।

ଅପରପକ୍ଷରେ ଦୁଇ ଚକିଆ ଯାନ ବ୍ରାଣ୍ଡ ବଜାଜ, ଟିଭିଏସ, ହିରୋ, ହୋଣ୍ଡା, ସୁଜୁକି, ରୟାଲ ଏନ୍‌ଫିଲ୍ଡ, ୟାମାହା ଏବଂ ଅନ୍ୟ ପ୍ରମୁଖ ଦୁଇ ଚକିଆ ଗାଡ଼ିର ଚାହିଦା ଓ ବଜାର ଆବଶ୍ୟକତା ବୃଦ୍ଧି ପାଇଛି। ସେହିଭଳି ଦୁଇ ଚକିଆର ଦର ଓ ଅଫର ସାଙ୍ଗକୁ ଆବଶ୍ୟକ ସୁବିଧା ଓ ସରଞ୍ଜାମ ସହଜରେ ଉପଲବ୍ଧ ହେଉଥିତ୍ବାରୁ ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ଗ୍ରାହକ ଦୁଇ ଚକିଆ ଯାନର ବ୍ୟବହାର ଓ କ୍ରୟକୁ ସର୍ବାଧିକ ପସନ୍ଦ କରୁଛନ୍ତି।

ଏପରି କି ଗାଡି ବିକ୍ରି ପରବର୍ତ୍ତୀ ସେବା ଓ ସହଜରେ ଗାଡିର ଆବଶ୍ୟକ ସେବା ଓ ସୁବିଧା ଉପଲବ୍ଧ ହେଉଥିବାରୁ ଗ୍ରାହକ ଦୁଇ ଚକିଆ ଯାନକୁ ବେଶି ପସନ୍ଦ କରୁଥିବାବେଳେ ଉପଭୋକ୍ତ (ଗ୍ରାହକ)ଙ୍କର ଆବଶ୍ୟକତା ମଧ୍ୟ ପୂରଣ ହୋଇପାରୁଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷରେ ଦୁଇ ଚକିଆ ଯାନର ଚାହିଦା ବୃଦ୍ଧି ସାଙ୍ଗକୁ ଏହି ଅବଧି ମଧ୍ୟରେ ୪ରୁ ୭% ଗାଡି ବିକ୍ରି ବୃଦ୍ଧିର ଆକଳନ ଶିଳ୍ପ ପକ୍ଷରୁ କରାଯାଉଛି। ଏପରି କି ଆଉ କିଛି ମାସ ପରେ ପାର୍ବଣ ଋତୁ ସାଙ୍ଗକୁ ଅନ୍ୟାନ୍ୟ ମହୋତ୍ସବ ଆସିବ। ଅପରପକ୍ଷରେ ୨୦୨୫-୨୬ରେ ଉପରୋକ୍ତ ବ୍ରାଣ୍ଡର ନୂଆ ମଡେଲ ବଜାର ପ୍ରବେଶ ହେବାର କାର୍ଯ୍ୟକ୍ରମ ରହିଛି ବୋଲି ଶିଳ୍ପ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri