ସିଆଇଆଇ ସହ ଜେଏସ୍‌ଏଲ୍‌ର ବୁଝାମଣାପତ୍ର ସ୍ବାକ୍ଷର

ନୂଆଦିଲ୍ଲୀ,୨।୩: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ଏବଂ କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି କ୍ରମକ୍ଷୟକୁ ଦୂରକରିବା ଏବଂ କ୍ଷୟକ୍ଷତିର ପ୍ରଭାବ ବିଷୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି ଏମ୍‌ଓୟୁ ହୋଇଥିବା ଜଣାପଡିଛି।

ଏପରିକି ନୀତି ଆୟୋଗ ଓ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର କୁଳପତି ଡ. ଭି.କେ.ସାରସ୍ବତ,ଇସ୍ପାତ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ରୁଚିକା ଗୋବିଲ, ଜେଏସ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ଏବଂ ସିଆଇଆଇ-କୋରୋସନ ମ୍ୟାନେଜମେଣ୍ଟ କମିଟିର ଅଧ୍ୟକ୍ଷ ଡ. କାମାଚି ମୁଦାଲିଙ୍କ ଉପସ୍ଥିତିରେ ଉକ୍ତ ଏମ୍‌ଓୟୁ ଜେଏସ୍‌ଏଲ୍‌ର ନିର୍ଦ୍ଦେଶକ ବିଜୟ ଶର୍ମା ଏବଂ ସିଆଇଆଇର ନିର୍ବାହୀ ନିର୍ଦ୍ଦେଶକ ଓ ହେଡ୍‌ ସିଆଇଆଇ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ଫର୍‌ କମ୍ପିଟେଟିଭ୍‌ନେସ୍‌ ପିକେନ୍ଦର ପଲ୍‌ ସିଂହଙ୍କ ମଧ୍ୟରେ ଉକ୍ତ ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଏହି ଏମ୍‌ଓୟୁ ପାଇଁ ଜିନ୍ଦଲ ଷ୍ଟେନ୍‌ଲେସ୍‌ ୨କୋଟିରୁ ଅଧିକ ପ୍ରାରମ୍ଭିକ କର୍ପସ ପାଣ୍ଠି ସ୍ଥିର କରାଯାଇଛି।

ଜେଏସ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, କ୍ରମକ୍ଷୟ ଆମ ଜୀବନର ସମସ୍ତ ବର୍ଗକୁ ପ୍ରଭାବିତ କରିଥାଏ। ଏପରିକି ଭିତ୍ତିଭୂମି ନିରାପତ୍ତା ଏବଂ ପୁଞ୍ଜି ବିନିଯୋଗର କ୍ଷତିଠାରୁ ଆରମ୍ଭକରି ଅପରିଷ୍କାର ଓ ପ୍ରଦୂଷଣ ପର୍ଯ୍ୟନ୍ତ। ବିଶେଷକରି ଆକଳନ ଅନୁଯାୟୀ ପ୍ରତିବର୍ଷ କ୍ରମକ୍ଷୟ ଭାରତର ଜିଡିପିର ପ୍ରାୟ ୪% ଖର୍ଚ୍ଚ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri