Posted inଖେଳ

ସିକନ୍ଦର ରାଜା ଜିମ୍ବାୱେର ନୂଆ ଟି-୨୦ ଅଧିନାୟକ ନିଯୁକ୍ତ

ନୂଆଦିଲ୍ଲୀ,୪/୧୧: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି କ୍ରମେ ତାରକା ଅଲରାଉଣ୍ଡର ସିକନ୍ଦର ରାଜାଙ୍କୁ ଜିମ୍ବାୱେର ଟି-୨୦ ଅଧିନାୟକ ନିଯୁକ୍ତ କରାଯାଇଛି। ରାଜା ଏବେ ପୂର୍ବତନ ଅଧିନାୟକ କ୍ରେଗ୍ ଏରବୀନଙ୍କ ବଦଳରେ ଦାୟତ୍ୱ ସମ୍ଭାଳିବେ। ନିକଟରେ ଏରବୀନ ଅବସର ଘୋଷଣା କରିଥିଲେ।

ଏକ ବୈଠକରେ ଜିମ୍ବାଵେ କ୍ରିକେଟ ବୋର୍ଡ ଏହି ଘୋଷଣା କରିବା ସହିତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗୁଡିକ ମଧ୍ୟ ଘୋଷଣା କରିଛି। ବୈଠକରେ ହୋଇଥିବା ଆଲୋଚନା ଗୁଡିକ ନିକଟ ଭବିଷ୍ୟତରେ ଗ୍ରହଣ କରାଯାଇପାଇର ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି।

ନିକଟରେ ନାମିବିଆ ଠାରୁ ୩-୨ରେ ସିରିଜ ହାରିବା ଦଳରେ ଏହି କ୍ଷମତା ପରିବର୍ତ୍ତନ ହୋଇଛି। ଏହି ସିରିଜ ହାରିବା ପରେ ବୋର୍ଡ ଏରବୀନଙ୍କ ନେତୃତ୍ୱ ଉପରେ ଖୁସି ନଥିଲା। ଯାହାର ଫଳ ସ୍ୱରୂପ ରାଜା ଏବେ ଅଧିନାୟକ ନିଯୁକ୍ତ ହୋଇଛନ୍ତି।

ଏହା ବ୍ୟତୀତ ୨୦୨୪ ଟି-୨୦ ବିଶ୍ୱକପକୁ ନଜରରେ ରଖି ମଧ୍ୟ ଏହି ନିଷ୍ପତି ନିଆଯାଇଛି। ଯାହା ଫଳରେ ଟିମ୍ ରାଜାଙ୍କ ନେତୃତ୍ୱରେ ସମ୍ପୂର୍ଣ୍ଣ ପ୍ରସ୍ତୁତି କରିପାରିବ। ୨୦୨୪ରେ ଟି-୨୦ ବିଶ୍ୱକପ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଆୟୋଜିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri