Posted inଜାତୀୟ

କନ୍ୟା ଅପହରଣ ମାମଲାକୁ ନେଇ ସିକରରେ ଇଣ୍ଟରନେଟ୍‌ ସେବା ବନ୍ଦ

ଜୟପୁର,୨୫।୪: ରାଜସ୍ଥାନର ସିକରରେ ଏକ କନ୍ୟା ଅପହରଣ ମାମଲାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଜାଠ ସମାଜର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗୁରୁବାର ସିକର ବନ୍ଦ ଘୋଷଣା କରାଯିବା ସହ ଲୋକେ ଜିଲାପାଳ ଓ ଏସ୍‌ପି ଅଫିସ ଘେରାଉ କରିଛନ୍ତି। ଏଠାରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଛି। ପରିସ୍ଥିତିକୁ ଦେଖି ସରକାର ତୁରନ୍ତ ଏହାର ସମାଧାନ କରିବାକୁ ଆଡିସନାଲ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଏପ୍ରିଲ ୧୮ରେ ହଂସ କନଓ୍ବର ନାମକ ଜଣେ ଯୁବକ ସିକରର ଜଣେ କନ୍ୟାକୁ ଅପହରଣ କରିଥିବା ବେଳେ ପୋଲିସ ହାତରେ ଧରାପଡିଥିଲେ। ପରେ ତାଙ୍କୁ ୨ ଦିନିଆ ରିମାଣ୍ଡରେ ପଠାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସମେତ ୬ ହାଇକୋର୍ଟର ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ/କଟକ ଅଫିସ,୨୭।୫: ୬ ହାଇକୋର୍ଟର ବିଚାରପତିଙ୍କ ବଦଳି କରାଯାଇଛି। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ନିଷ୍ପତି କ୍ରମେ ଶୁକ୍ରବାର ଏହି ଅଦଳବଦଳ ହୋଇଛି। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ...

ସିନ୍ଧୁ ଜଳ ଚୁକ୍ତି ସଂଶୋଧନ ପାଇଁ ପାକିସ୍ତାନକୁ ନୋଟିସ ପଠାଇଲା ଭାରତ

ନୂଆଦିଲ୍ଲୀ,୨୭।୧: ସେପ୍ଟେମ୍ବର ୧୯୬୦ର ସିନ୍ଧୁ ଜଳ ଚୁକ୍ତିରେ ସଂଶୋଧନ ପାଇଁ ଭାରତ ପାକିସ୍ତାନକୁ ଏକ ନୋଟିସ ଜାରି କରିଛି। ଶୁକ୍ରବାର ଆଇଡବ୍ଲ୍ୟୁଟିର ଧାରା ଏକ୍ସଆଇଆଇ(୩) ଅନୁଯାୟୀ...

କୋଟିଏ ଲୋକଙ୍କ ପିଛା ଉତ୍ତରାଖଣ୍ଡରେ ୩୦୮ ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ...

ଭାରତରେ ୨୦ ନକଲି ବିଶ୍ୱବିଦ୍ୟାଳୟ: ୟୁଜିସି

ନୂଆଦିଲ୍ଲୀ,୩ା୮: ଭାରତରେ ୨୦ଟି ନକଲି ବିଶ୍ୱବିଦ୍ୟାଳୟ ଚିହ୍ନଟ ହୋଇଥିବା ବୁଧବାର ୟୁନିଭର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି। ଏହି ବିଶ୍ୱବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ରମାନଙ୍କୁ ଡିଗ୍ରୀ...

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ…

କୋଲକାତା,୨୨।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଷଷ୍ଠ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୪ ଜିଲ୍ଲାର...

କନିକା କପୁରଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ

ଲକ୍ଷ୍ନୌ,୨୧।୩: କରୋନା ଭାଇରସକୁ ନେଇ ବଲିଉଡ୍‌ ଗାୟିକା କନିକା କପୁରଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସବୁଆଡେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ଏହି ବଲିଉଡ୍‌...

୨ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନେଲା ଭାଜପା

ସିର୍ସା,୨୫-୧୦: ହରିୟାଣା ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ପକ୍ଷରୁ ୨ ଜଣ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନିଆଯାଇଛି। ମୋଟ ୮...

୧୨ ଘଣ୍ଟା କାମ କରୁଛନ୍ତି ୯୦ ପ୍ରତିଶତ ପୋଲିସ: ଶାହ

ନୂଆଦିଲ୍ଲୀ,୨୧।୧୦: ପୋଲିସ ସ୍ମୃତି ଦିବସ ଅବସରରେ ଦିଲ୍ଲୀର ପୋଲିସ ମେମୋରିଆଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଯୋଗ ଦେଇଥିଲେ। ସେଠାରେ...

Advertisement
Archives

Model This Week