ଗୁରୁ ନାନକଙ୍କ ଜୟନ୍ତୀ ପାଳିଲେ ଶିଖ୍‌ ସମ୍ପ୍ରଦାୟ

ବଲାଙ୍ଗୀର,୬ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରସ୍ଥିତ ଗୁରୁଦ୍ୱାର ଶ୍ରୀ ଗୁରୁ ସିଂହ ସଭାଠାରେ ବୁଧବାର ଶିଖ୍‌ ଧର୍ମଗୁରୁ ଗୁରୁ ନାନକଜୀଙ୍କ ଜୟନ୍ତୀ ଧୂମ୍‌ଧାମରେ ପାଳନ କରାଯାଇଛି। ଏହି ଅବସରରେ ଅଖଣ୍ଡ ପାଠ, ନଗର କୀର୍ତ୍ତନ, ଲଙ୍ଗର କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ବଲାଙ୍ଗୀର ସହରରେ ବସବାସ କରୁଥିବା ଶିଖ୍‌ ସମ୍ପ୍ରଦାୟର ଶ୍ରଦ୍ଧାଳୁମାନେ ଯୋଗଦାନ କରିଥିଲେ। ଜୟନ୍ତୀ ପାଳନରେ ଯଶବୀର ସିଂ, ସୁଖବୀର ସିଂ ବେଦୀ, ସୁଜିତ ସିଂ ଆଲୁଓ୍ବାଲିଆ ଓ ଅନ୍ୟମାନେ ସକ୍ରିୟ ସହଯୋଗ କରିଥିଲେ। ଶ୍ରଦ୍ଧାଳୁମାନେ ସନ୍ଧ୍ୟାରେ ଏକ ଶୋଭାଯାତ୍ରରେ ବାହାରି ସହର ପରିକ୍ରମା କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri