Posted inଖେଳ

ଅଧିନାୟକ ଭାବେ ପଡିଆକୁ ଓହ୍ଲାଇବା ମାତ୍ରେ ନିଆରା ରେକର୍ଡ ସୃଷ୍ଟି କଲେ ଧାଓ୍ବନ୍‌

କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ବତ୍ତି ନେଇଥିଲା। ଶିଖର ଧାୱନ ପ୍ରଥମ ଥର ପାଇଁ ଟିମ୍‌ ଇଣ୍ଡିଆର ଅଧିନାୟକ ଦାୟିତ୍ୱ ତୁଲାଉଛନ୍ତି।
ମ୍ୟାଚରେ ଟସ ହେବା ମାତ୍ରେ ଶିଖର ଧାୱନ ଏକ ନିଆରା ରେକର୍ଡ ସୃଷ୍ଟି କରିଥିଲେ। ସେ ଦିନିକିଆରେ ଟିମ ଇଣ୍ଡିଆର ଅଧିନାୟକ ଦାୟିତ୍ୱ ନେବାରେ ସବୁଠୁ ବୟସ୍କ ଖେଳାଳି ହୋଇଥିଲେ। ଧାୱନ ୩୫ ବର୍ଷ ୨୨୫ ଦିନରେ ଏହି ସୁଯୋଗ ପାଇଲେ। ଏହାପୂର୍ବରୁ ଏହି ରେକର୍ଡ ମହିନ୍ଦର ଅମରନାଥଙ୍କ ନାମରେ ଥିଲା। ସେ ୧୯୮୪ରେ ୩୪ ବର୍ଷ ୩୭ ଦିନରେ ସିଆଲକୋଟରେ ପାକିସ୍ତାନ ବିପକ୍ଷ ଏକ ମ୍ୟାଚରେ ଅଧିନାୟକ ହେବାର ସୁଯୋଗ ପାଇଥିଲେ। ତେବେ ସେହି ମ୍ୟାଚର ଫଳାଫଳ ବାହାରକୁ ଆସିପାରି ନ ଥିଲା। ଦିନିକିଆରେ ଅଧିନାୟକ ଦାୟିତ୍ୱ ନେବାରେ ଶିଖର ଧାୱନ ଟିମ ଇଣ୍ଡିଆର ୨୫ ତମ ଭାରତୀୟ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ବିରାଟ-ଅନୁଷ୍କାଙ୍କ ସନ୍ତାନ ଭବିଷ୍ୟତରେ ଅଷ୍ଟ୍ରେଲିଆ ପାଇଁ ଖେଳୁ’

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ଜାନୁଆରୀରେ ତପ୍ରଥମ ସନ୍ତାନ...

ଇତିହାସ ରଚିଲେ ଗେଲ୍‌: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଟି-୨୦ରେ କଲେ ବିଶ୍ୱରେକର୍ଡ

ସେଣ୍ଟ ଲୁସିଆ,୧୩।୭: ୱେଷ୍ଟଇଣ୍ଡିଜ୍‌ର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି -୨୦ ମ୍ୟାଚରେ ଇତିହାସ ସୃଷ୍ଟି କରିଛନ୍ତି। ସେ ଅଷ୍ଟ୍ରେଲୀୟ ବୋଲରମାନଙ୍କୁ...

ରୋହିତ ଏବେ ଫିଟ୍‌: ଏନ୍‌ସିଏ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଆଘାତ ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରୁ ବାହାର ହୋଇଥିବା ରୋହିତ ଶର୍ମା ଏବେ ଫିଟ୍‌ ବୋଲି...

ଜାତୀୟ କରାଟେ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ପଦକ ଜିତିଲେ ଦୁଇ ଆଦିବାସୀ ଛାତ୍ରୀ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଞ୍ଚାୟତ ସଦର ମହକୁମା କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦିବାସୀ ଛାତ୍ରୀ...

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶାର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୨।୧୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ବୁଧବାର ପୁଣେର ଶ୍ରୀ ଶିବ୍‌...

ଟୋକିଓ ଅଲିମ୍ପିକ୍ସ: ମାରିଙ୍କ ବଦଳରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯାଇପାରେ

ଟୋକିଓ,୧୭।୨(ଏପି): ଟୋକିଓ ଅଲିମ୍ପିକ ଆୟୋଜକ କମିଟି ଅଧ୍ୟକ୍ଷ ଭାବେ ୟୋଶିରୋ ମୋରିଙ୍କ ସ୍ଥାନରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯିବାର ସମ୍ଭାବନା ସୃଷ୍ଟି ହୋଇଛି। ୮୩ ବର୍ଷୀୟ...

ଟି୨୦ ଚ୍ୟାଲେଞ୍ଜ: ଭାରତୀୟ ମହିଳା ଖେଳାଳି ୟୁଏଇରେ

ଦୁବାଇ, ୨୩ା୧୦ (ପି.ଟି)- ମହିଳା ଟି୨୦ ଚ୍ୟାଲେଞ୍ଜରେ ଅଂଶଗ୍ରହଣ କରିବା ଲାଗି ଭାରତର ୩୦ ଶ୍ରେଷ୍ଠ ମହିଳା କ୍ରିକେଟ ଖେଳାଳି ଗୁରୁବାର ସଂଯୁକ୍ତ ଆରବ ଏମିରେଟ୍ସ...

ସେହ୍ବାଗଙ୍କ ଭବିଷ୍ୟବାଣୀ

ମୁମ୍ବାଇ,୧।୫: ଚଳିତ ଆଇପିଏଲର ଅଧାରୁ ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ପଦ ଛାଡିଛନ୍ତି ରବୀନ୍ଦ୍ର ଜାଡେଜା। ଏଥିସହ ଚଳିତ ସିଜିନର ବାକି ମ୍ୟାଚ ଗୁଡିକ ମହେନ୍ଦ୍ର...

Advertisement
Archives

Model This Week