Posted inଜାତୀୟ

Sikkim Election Result: ସିକିମ କ୍ରାନ୍ତିକାରୀ ମୋର୍ଚ୍ଚାକୁ ମିଳିଲା ବହୁମତ, ଖାତା ଖୋଲି ପାରିଲାନି କଂଗ୍ରେସ

ସିକିମ୍‌,୨।୬: ଜୁନ ୧ରେ ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଶନିବାର ନିର୍ବାଚନ ସରିବା ପରେ ରବିବାର ସିକିମ ଓ ଅରୁଣାଚଳ ପ୍ରଦେଶର ଫଳାଫଳ ଆସିବାକୁ ଯାଉଛି। ଏଥିପାଇଁ ସକାଳୁ ସକାଳୁ ଭୋଟ ଗଣନା ଜାରି ରହିଛି। ସିକିମର ୩୨ଟି ବିଧାନସଭା ଆସନର ଫଳାଫଳ ଅପରାହ୍ନ ସୁଦ୍ଧା ପ୍ରକାଶ ପାଇବ ବୋଲି କୁହାଯାଉଛି।

ସିକିମ କ୍ରାନ୍ତିକାରୀ ମୋର୍ଚ୍ଚା (SKM) ର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଙ୍କ ନେତୃତ୍ୱରେ କ୍ଷମତାରେ ଅଛନ୍ତି। ସିକିମ ଡେମୋକ୍ରାଟିକ ଫ୍ରଣ୍ଟ (SDF) ସହିତ SKM ସହ କଡା ଟକ୍କର ହୋଇଛି। ତେବେ ଅନ୍ୟ ବିରୋଧୀ ଦଳ ଭିତରେ ଭାଜପା ଓ କଂଗ୍ରେସ ମଧ୍ୟ ଅଛି। ଏସକେଏମ ୩୨ ସିଟ୍‌ରୁ ୨୪ରେ ଲିଡ୍‌ କରୁଥିବାବେଳେ SDFକୁ ୧ ଭାଜପାକୁ ୧ ମିଳିଥିବାବେଳେ କଂଗ୍ରେସ ଖାତା ଖୋଲି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri