Posted inଜାତୀୟ

ସିକିମ୍‌ର ତିସ୍ତା ଅବବାହିକାରେ ବିସ୍ଫୋରଣ

ଗ୍ୟାଙ୍ଗଟକ,୭।୧୦: ଉତ୍ତର ସିକିମ୍‌ରେ ବାଦଲ ଫଟା ବର୍ଷା ହେତୁ ତିସ୍ତା ନଦୀ ବନ୍ୟାରେ ଭାସିଯାଇ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୫୧କୁ ବୃଦ୍ଧି ପାଇଛି। ଏଥିରେ ୧୧ଜଣ ଯବାନଙ୍କ ସମେତ ୫୧ଜଣଙ୍କର ମୃତ୍ୟୁ ହୋଇଛି। ତେବେ ଶନିବାର ସକାଳେ ତିସ୍ତା ଅବବାହିବାରେ ଏକ ବଡ ବିସ୍ଫୋରଣ ହୋଇଛି। କୁହାଯାଉଛି କି, ଯବାନଙ୍କ ପଖରେ ଥିବା ଗୋଳା ବାରୁଦ ତିସ୍ତା ନଦୀ କୂଳରେ ବୋହିଯିବା ସମୟରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। ଇଣ୍ଡିଆ ଟୁଡେର ରିପୋର୍ଟ ଅନୁଯାୟୀ, ସିକିମ୍‌ରେ ହଠାତ୍‌ ଆସିଥିବା ଏହି ବନ୍ୟାରେ ଯବାନଙ୍କ ସମେତ ସେମାନଙ୍କ ପାଖରେ ଥିବା ଗୋଳା ବାରୁଦ ମଧ୍ୟ ବନ୍ୟାରେ ଭାସି ଯାଇଥିଲା। ଏହା ତିସ୍ତା ଅବବାହିକାରେ ଭାସି ଯାଉଥିବାବେଳେ ବିସ୍ଫୋରଣ ହୋଇଛି। ତେବେ ଏହି ବିସ୍ଫୋରଣରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।

ସେନା ସ୍ଥାନୀୟ ବାସିନ୍ଦାଙ୍କୁ ସତର୍କ କରିବା ସହ ଅନୁରୋଧ କରି କହିଛି, ଯଦି କୌଣସି ଅସ୍ତ୍ରଶସ୍ତ୍ର କିମ୍ବା ଗୋଳା ବାରୁଦ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବାର ଦେଖାଯାଏ ତେବେ ତୁରନ୍ତ ଅଧିକାରୀମାନଙ୍କୁ ଜଣାଇବାକୁ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri