ଶୀଘ୍ର ଶେଷ ହେବ ନୀରବଙ୍କ ପ୍ରତ୍ୟର୍ପଣ ଶୁଣାଣି

ନୂଆଦିଲ୍ଲୀ: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ୧୩ ହଜାର କୋଟି ଟଙ୍କା ଋଣ ଠକେଇର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ଶୁଣାଣି ଲଣ୍ଡନର ଏକ କୋର୍ଟରେ ଜାରି ରହିଛି। ଏହି ଶୁଣାଣି ଶୀଘ୍ର ଶେଷ ହେବ ବୋଲି ଜଣାପଡିଛି। ପ୍ରକ୍ରିୟା ଚୂଡାନ୍ତ ପର୍ଯ୍ୟାୟରେ ରହିଥିବାରୁ ନୀରବଙ୍କ ରିମାଣ୍ଡକୁ ବଢାଯାଇଛି। ଲଣ୍ଡନର ଓ୍ବେଷ୍ଟ ମିନଷ୍ଟର ମାଜିଷ୍ଟ୍ରେଟ କୋର୍ଟ ମଙ୍ଗଳବାର ନୀରବଙ୍କ ହାଜତ ମିଆଦ ବଢାଇ ଦେଇଛନ୍ତି। ନୀରବଙ୍କ ଚୂଡାନ୍ତ ପ୍ରତ୍ୟର୍ପଣ ଶୁଣାଣି ଜାନୁୟାରୀ ୭ ଏବଂ ୮ ହେବ ବୋଲି ସୂଚନା ରହିଛି। ୪୯ ବର୍ଷୀୟ ନୀରବ ବର୍ତ୍ତମାନ ଓ୍ବାଣ୍ଡସଓର୍ଥ ଜେଲରେ ରହୁଛନ୍ତି। ମାର୍ଚ୍ଚ ୨୦୧୯ରେ ଗିରଫ ପରେ ତାଙ୍କୁ ଏହି ଜେଲରେ ରଖାଯାଇଛି। ସେ ଭିଡିଓଲିଙ୍କ ଜରିଆରେ କୋର୍ଟରେ ହାଜର ହେଉଛନ୍ତି। ଜାମିନ ପାଇଁ ସେ ବାରମ୍ବାର ଆବେଦନ କରିଥିବା ବେଳେ ତାଙ୍କ ଜାମିନକୁ ନ୍ୟାୟାଳୟ ଅଗ୍ରାହ୍ୟ କରିଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ...

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି...

ବାଲ୍‌କୋକୁ ଏଏସ୍‌ଆଇ ପ୍ରଦର୍ଶନ ମାନକ ଭି୩ ପ୍ରମାଣପତ୍ର

ଭୁବନେଶ୍ୱର, ୨୮।୩ (ଅଭୟ ଦାଶ): ଦେଶର ଆଇକନିକ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ ବା ବାଲ୍‌କୋକୁ...

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ।...

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫...

ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି।...

ଟାଟା ଟ୍ରଷ୍ଟର ଅନ୍ତରଣ ଉତ୍ସବ

ଭୁବନେଶ୍ୱର,୨୫।୩: ଟାଟା ଟ୍ରଷ୍ଟ ପକ୍ଷରୁ ନିକଟରେ ଆୟୋଜିତ ୩ ଦିନିଆ ‘ଅନ୍ତରଣ ଆର୍ଟିସାନ’ ପ୍ରଦର୍ଶନୀ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ମାର୍ଚ୍ଚ ୨୨ରୁ ଆରମ୍ଭ...

କଳିଙ୍ଗ ହସ୍ପିଟାଲର ନୂତନ ବ୍ଲକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌ (କେଏଚ୍‌ଏଲ୍‌)ର ୨୭ତମ ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେଏଚ୍‌ଏଲ୍‌ର ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri