Posted inଖେଳ

ରୋଇଂରୁ କିଟ୍‌କୁ ରୌପ୍ୟ, ଭାରୋତ୍ତୋଳନରୁ ବ୍ରୋଞ୍ଜ୍‌

ଭୁବନେଶ୍ୱର, ୧।୬ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ବୁଧବାର କିଟ୍‌କୁ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ମିଳିଛି। ଗୋରଖପୁରରେ ଅନୁଷ୍ଠିତ ମହିଳା ୫୦୦ ମିଟର ଡବଲ୍‌ ସ୍କଲ୍‌ (ଡବ୍ଲ୍ୟୁ୨ଏକ୍ସ) ଇଭେଣ୍ଟରେ ଅବିନାଶ କୌର ଓ ଅନୁପ୍ରୀତ କୌର ରୌପ୍ୟ ପଦକ ଜିତିଛନ୍ତି। ସେହିପରି ନଏଡାର ଜିବି ୟୁନିଭର୍ସିଟି ଇନ୍‌ଡୋର ହଲ୍‌ରେ ଅନୁଷ୍ଠିତ ଭାରୋତ୍ତୋଳନର ପୁରୁଷ ୬୭ କେଜି ବର୍ଗରେ ସଚିନ ରାଉତ ୨୫୨ (ସ୍ନାଚ୍‌ରେ ୧୧୪ ଓ କ୍ଲିନ୍‌ ଆଣ୍ଡ ଜର୍କରେ ୧୩୮ କେଜି) କେଜି ଉତ୍ତୋଳନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri