ଶ୍ରାବଣୀଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର, ୨୦।୧୦ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଅନୁଷ୍ଠିତ ୬୧ତମ ଜାତୀୟ ଓପନ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସରେ ଓଡ଼ିଶାର ଶ୍ରାବଣୀ ନନ୍ଦ ରୌପ୍ୟ ପଦକ ହାସଲ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା ୨୦୦ ମିଟର ରେସ୍‌ରେ ସେ ୨୩.୭୧ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ତାମିଲନାଡ଼ୁର ଅର୍ଚ୍ଚନା ଏସ୍‌. ସୁସେନ୍ଦ୍ରନ ୨୩.୪୩ ସେକେଣ୍ଡ ସହ ସ୍ବର୍ଣ୍ଣ ଏବଂ ରେଲଓ୍ବେ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଚନ୍ଦ୍ରଲେଖା ଅନନ୍ଧା ୨୩.୮୪ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ପାଇଛନ୍ତି। ପ୍ରତିଯୋଗିତାରେ ଶ୍ରାବଣୀଙ୍କର ଏହା ବ୍ୟକ୍ତିଗତ ଦ୍ୱିତୀୟ ପଦକ।

ପୂର୍ବରୁ ସେ ୧୦୦ ମିଟର ରେସ୍‌ରେ ୧୧.୫୫ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣ ପଦକ ପାଇଥିଲେ। ପ୍ରତିଯୋଗିତାରୁ ଓଡ଼ିଶା ମୋଟ ୩ଟି ପଦକ ପାଇଛି। ଏହା ମଧ୍ୟରେ ଗୋଟିଏ ଲେଖାଏ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ସାମିଲ।

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri