Posted inଖେଳ

ସ୍ବସ୍ତି ସିଂଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର, ୨୯ା୩(କ୍ରୀଡ଼ା ପ୍ରତିନିଧି): ପଟିଆଲାସ୍ଥିତ ପଞ୍ଜାବୀ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସାଇକ୍ଲିଂ ଟ୍ରାକ୍‌ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍‌ ମଙ୍ଗଳବାର ଆରମ୍ଭ ହୋଇଛି। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାର ପ୍ରଥମ ଦିବସରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ସ୍ବସ୍ତି ସିଂ ରୌପ୍ୟ ପଦକ ହାସଲ କରିଛନ୍ତି। ମହିଳା ବ୍ୟକ୍ତିଗତ ପର୍ଶ୍ୟୁଟ ୩ କିଲୋମିଟର ରେସ୍‌କୁ ୪.୧୦ ସେକେଣ୍ଡରେ ଶେଷ କରି ସେ ଏହି ସଫଳତା ପାଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଏହା ପୂର୍ବରୁ ସ୍ବସ୍ତି ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ପଦକ ହାସଲ କରି ରାଜ୍ୟକୁ ଗର୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri