ଜଗନ୍ନାଥ ମନ୍ଦିରରୁ ଚୋରି: ରୂପା ଅଳଙ୍କାର ସହ ପୂଜା ସାମଗ୍ରୀ ଗାଏବ,ଗ୍ରାମବାସୀଙ୍କ ମଧ୍ୟରେ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଗର୍ଜନ ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରରୁ ରୂପା ଅଳଙ୍କାର ସହ ଅନ୍ୟାନ୍ୟ ପୂଜା ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ମନ୍ଦିରରେ ଚୋରି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଆସନ୍ତୋଷ ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ ପ୍ରତିଦିନ ଭଳି ସକାଳେ ପୂଜା ପାଇଁ ମନ୍ଦିର ଦ୍ୱାର ଖୋଲାଯାଇଥିବାବେଳେ ରୂପା ଅଳଙ୍କାର ଓ କିଛି ମୂଲ୍ୟବାନ ପୂଜା ସାମଗ୍ରୀ ନଥିବା ଦେଖାଯାଇଥିଲା। ଏନେଇ ତୁରନ୍ତ ଗ୍ରାମବାସୀମାନେ ଏକତ୍ରିତ ହୋଇ ବଲାଙ୍ଗୀର ସଦର ଥାନାରେ ଲିଖିତ ଅଭିଯୋଗ ଦାଖଲ କରିଥିଲେ। ସଦର ଥାନା ପୋଲିସ ପକ୍ଷରୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି l ମନ୍ଦିରର ରୁ ଚୋରି କରିଥିବା ବ୍ୟକ୍ତିମାନଙ୍କୁ ଶୀଘ୍ର ଗିରଫ କରିବାକୁ ଗର୍ଜନ ଗ୍ରାମବାସୀମାନେ ଦାବି କରିଛନ୍ତି।

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ମୃତ୍ୟୁ ନେଲା ନୂଆ ମୋଡ଼: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୫ା୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବର ମାହୋଲ ଥିବାବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ…

ଭଞ୍ଜନଗରରେ ବଢୁଛି ତାତି, ଘୁମୁସର ବନଖଣ୍ଡର ୩ ଜଙ୍ଗଲରେ ନିଆଁ; ବଢିଲା ବନ ବିଭାଗର ଚିନ୍ତା

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ୩ ଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିଲା। ସେଗୁଡିକ ହେଲା ଭଞ୍ଜନଗର ସହର ଗାନ୍ଧୀ…

ପୁରୁଷୋତ୍ତମପୁରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ, ଦଳୀୟ ନେତୃବୃନ୍ଦ…

ପୁରୁଷୋତ୍ତମପୁର, ୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଓ ନଗର ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି…

ଅରଖପୁର ଗୁଳିକାଣ୍ଡ: ଅଭିଯୋଗକାରୀ ହିଁ ନିଜେ ସୂତ୍ରଧର, ରଚିଥିଲେ ହାଇ-ଭୋଲଟେଜ୍‌ ନାଟକ, ପର୍ଦ୍ଦାଫାଶ କଲା…

ପୁରୁଷୋତ୍ତମପୁର, ୫।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଚାଞ୍ଚଲ୍ୟ ଖେଳାଇଥିବା ଗୁଳିକାଣ୍ଡ ଘଟଣାର ରହସ୍ୟ ଉପରୁ ପରଦା ହଟାଇଛି ପୋଲିସ।…

ବିରିପୁରରେ ମାଙ୍କଡ଼ ଆତଙ୍କ: ୮ ଆହତ, ଭୟଭୀତ ଗ୍ରାମବାସୀ

ଗଞ୍ଜାମ,୫।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ବିରିପୁର ଗ୍ରାମରେ ମାଙ୍କଡ଼ ଆତଙ୍କ ଯୋଗୁଁ ଭୟଭୀତ ଅବସ୍ଥାରେ ଗ୍ରାମବାସୀ । ଗୋଟିଏ ମାଙ୍କଡ଼ ଆତଙ୍କ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟାର କାରଣ ଜାଣିଲେ….

କୋରାପୁଟ,୫।୩(ଅମିତାଭ ବେହେରା ): କୋରାପୁଟ ସର୍କିଟ ହାଉସ ନିକଟରେ ଥିବା ରିଜର୍ଭ ଫରେଷ୍ଟ ପାହାଡ଼ରେ ମହିଳାଙ୍କ ଆତ୍ମହତ୍ୟା । ଗୁରୁବାର ଅପରାହ୍ନରେ ମହିଳା ବେକରେ ଦଉଡି ଦେଇ…

ସରିଲା ଗଞ୍ଜାମର ଐତିହାସିକ ଦୋଳଯାତ୍ରା: ବେଲୁନ୍‌-ଚଣା ବେପାରୀଙ୍କଠାରୁ ଟଙ୍କା ଆଦାୟ ଅଭିଯୋଗ

ଗଞ୍ଜାମ,୫ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ପ୍ରସିଦ୍ଧ ଐତିହାସିକ ଦୋଳଯାତ୍ରା ସୁରୁଖୁରୁରେ ଶେଷ ହେଇଛି। ଗଞ୍ଜାମ ଥାନା ପୋଲିସ ଓ ଏନ୍‌ଏସି…

ବଗିଚାକୁ ଯାଇଥିବା ବେଳେ ଯୁବକଙ୍କୁ ଗୋଡାଇ ଗୋଡାଇ କାମୁଡିଲା ବାର୍‌ହା, ତାପରେ…

ତୁମୁଡିବନ୍ଧ,୫।୩(ଦୀପକ କୁମାର ପରାସେଠ): ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ଲଂକାଗଡ଼ ପଞ୍ଚାୟତର ହାତିମୁଣ୍ଡା ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri