ରୂପାର ମୟୂର ପ୍ରତୀମାକୁ ଘରେ ରଖିଲେ…

ଘରକୁ ଟିକେ ଡିଫରେଣ୍ଟ ଲୁକ୍‌ ଦେବା ପାଇଁ କେହି କେହି ଘରେ ମୟୂର ପ୍ରତୀମା ରଖିଥାନ୍ତି। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ କେଉଁ ଧାତୁର ମୟୂର ପ୍ରତୀମା ରଖିବା ଶୁଭ ହେବା ସହ ଏହା କି ସୁଫଳ ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ…
* ସୌଭାଗ୍ୟ, ସମୃଦ୍ଧି ତଥା ସକାରାତ୍ମକ ଊର୍ଜ୍ଜାର ପ୍ରତୀକ କୁହାଯାଉଥିବା ମୟୂର ପ୍ରତୀମାକୁ ଘରେ ରଖିଲେ ଐଶ୍ୱର୍ଯ୍ୟ ବୃଦ୍ଧି ହୁଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ବିଶେଷକରି ରୂପାରେ ତିଆରି ମୟୂର ପ୍ରତୀମା ଘର ପାଇଁ ବହୁତ ଶୁଭ ହୋଇଥାଏ।
* ଏହା ଘରେ ସକାରାତ୍ମକ ଊର୍ଜ୍ଜାର ସଞ୍ଚାର କରିବା ସହ ଘରର ସଦସ୍ୟଙ୍କ ମଧ୍ୟରେ ସ୍ନେହ, ଭଲପାଇବାକୁ ବଢାଇଥାଏ।
* ଘରର ଅନେକ ବାସ୍ତୁଦୋଷକୁ ବି ଏହା ଠିକ୍‌ କରିଥାଏ। ରୂପାର ମୟୂର ପ୍ରତୀମାକୁ ଘରେ ରଖିଲେ ସୁଖ-ସମୃଦ୍ଧି ମଧ୍ୟ ବୃଦ୍ଧିପାଏ। ଅର୍ଥ ସଙ୍କଟ ଦୂର ହୋଇଥାଏ। ଏପରିକି ବାହାଘରରେ ବିଳମ୍ବ ହେଉଥିଲେ ଘରେ ରୂପାର ମୟୂର ପ୍ରତୀମା ରଖିବା ଶୁଭଫଳ ଦେଇଥାଏ।
* ପତିପତ୍ନୀଙ୍କ ବେଡ୍‌ରୁମ୍‌ରେ ରୂପାର ମୟୂର ଯୋଡାଙ୍କର ପ୍ରତୀମା ରଖାଗଲେ, ଦାମ୍ପତ୍ୟ ଜୀବନ ସୁଖମୟ ହୋଇଥାଏ ବୋଲି ବିଶ୍ୱାସ। ଯଦି ରୂପାର ପ୍ରତୀମା ରଖିବା ସମ୍ଭବ ହେଉନାହିଁ ତା’ହେଲେ ଆଲୁମିନିୟମ୍‌ର ମୟୂର ପ୍ରତୀମା ବି ରଖିପାରିବେ।
* ମୟୂରର ଏହି ପ୍ରତୀମାକୁ ଘରର ଉତ୍ତର-ପୂର୍ବ ଦିଗରେ ରଖିବା ସବୁଠୁ ଶୁଭ ହୋଇଥାଏ। ଦକ୍ଷିଣ-ପୂର୍ବ ଦିଗରେ ବି ରଖାଯାଇପାରେ। ସେହିପରି ମୟୂର ନାଚୁଥିବା ଭଙ୍ଗୀର ପ୍ରତୀମାକୁ ରଖିଲେ ଘରେ ସବୁବେଳେ ଖୁସିର ମାହୋଲ ରହିଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଦନ୍ତ ଚିକିତ୍ସକ ଦିବସ, ଦାନ୍ତ ସୁରକ୍ଷା ପ୍ରତି ଯତ୍ନବାନ୍‌ ହେବା ଜରୁରୀ

ଦାନ୍ତ ଆମକୁ ଖାଦ୍ୟ ଚୋବାଇବାରେ ସାହାଯ୍ୟ କରିଥାଏ । ଏହା ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ। ଏହାର ଯଦି ଆମେ ଠିକ୍‌ ଭାବରେ ଯତ୍ନ ନ…

ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…

ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ…

ଏସବୁ ଲକ୍ଷଣ ଦେଖାଯାଉଛି କି, ହୋଇପାରେ କିଡନୀ ଡ୍ୟାମେଜ୍‌

କିଡ୍‌ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ଅଧିକ ସମୟ ଭିଡିଓ ଗେମ୍‌ ଖେଳୁଛନ୍ତି କି, ହୋଇଯାନ୍ତୁ ସାବଧାନ: ହୋଇପାରେ…

ଭିଡିଓ ଗେମ ଖେଳିବାରେ କେବଳ ଛୋଟ ପିଲାମାନେ ନୁହନ୍ତି ବରଂ ଏଥିରେ ଯୁବପିଢ଼ି ବି ପଛରେ ପଡିନାହାନ୍ତି। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ ସତ ହେଲେ,…

ଚନ୍ଦ୍ରଗ୍ରହଣର ଗୋଟିଏ ଦିନ ପୂର୍ବରୁ ଷଡାଷ୍ଟକ ଯୋଗ, ସତର୍କ ରୁହନ୍ତୁ ଏହି ୩ ରାଶି

ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ୩ ମାର୍ଚ୍ଚ, ୨୦୨୬ ରେ ହେବ । ଏହି ଗ୍ରହଣର ଗୋଟିଏ ଦିନ ପୂର୍ବରୁ ୨ ମାର୍ଚ୍ଚରେ ଚନ୍ଦ୍ର ଏବଂ ଶୁକ୍ର ରାଶି…

ଗ୍ରହଣ ଦିନ ଜନ୍ମିତ ଶିଶୁ ଶୁଭ ନା ଅଶୁଭ? ସତ ଜାଣିଲେ ହୋଇଯିବେ ତାଜୁବ

ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ହୁଏ। ଏହି ବର୍ଷ, ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ମାର୍ଚ୍ଚ 3, ଫାଲଗୁନ ମାସର ପୂର୍ଣ୍ଣିମା ଦିନ ହେବ। ଚନ୍ଦ୍ରଗ୍ରହଣ ଅପରାହ୍ନ 3:20 ରେ…

Holi 2026: ଏହି ଭୟଙ୍କର ଯୋଗରେ ପାଳିବେ ହୋଲି, ୪ରାଶି ହୋଇଯାଆନ୍ତୁ ସତର୍କ!

ହୋଲି ପର୍ୱକୁ ଅତ୍ୟନ୍ତ ପବିତ୍ର ଏବଂ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ। ଏହି ବର୍ଷ, ମାର୍ଚ୍ଚ ୪ ତାରିଖରେ ସାରା ଦେଶରେ ହୋଲି ପାଳନ କରାଯିବ। ଏହି…

ମାନସିକ ସ୍ବାସ୍ଥ୍ୟ: ୬୦ତମ ସ୍ଥାନରେ ଭାରତୀୟ ଯୁବବର୍ଗ

ନୂଆଦିଲ୍ଲୀ,୨୮ା୨: ମାନସିକ ସ୍ବାସ୍ଥ୍ୟ ମାପକାଠି (ଏମ୍‌ଏଚ୍‌କ୍ୟୁ) ସ୍କୋରରେ ଭାରତୀୟ ଯୁବବର୍ଗ ନିମ୍ନମାନର ପ୍ରଦର୍ଶନ କରିଛନ୍ତି। ୮୪ଟି ଦେଶକୁ ନେଇ କରାଯାଇଥିବା ବୈଶ୍ୱିକ ସ୍ବାସ୍ଥ୍ୟ ଅଧ୍ୟୟନରେ ଭାରତୀୟ ଯୁବପିଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri