Posted inଖେଳ

ଦ୍ରୁତଗତିରେ ଗାଡି ଚଳାଇ ସିମେନ୍ୟା ଗିରଫ

କେପ୍‌ ଟାଉନ,୧୩।୫(ଏପି): ଅଲିମ୍ପିକ ଚାମ୍ପିୟନ କାଷ୍ଟର ସିମେନ୍ୟା ଦ୍ରୁତ ଗତିରେ ଗାଡି ଚଳାଇ ଦକ୍ଷିଣ ଆଫିକାରେ ଗିରଫ ହୋଇଛନ୍ତି। ଗିରଫ ହେବା ପରେ ତାଙ୍କୁ ବେଲ୍‌ ମିଳିଛି। ତେବେ ତାଙ୍କୁ ୫୦ ଘଣ୍ଟାର କମ୍ୟୁନିଟି ସର୍ଭିସ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଗଷ୍ଟ ଏ ନେଇ ଦ୍ୱିତୀୟ ଶୁଣାଣି ହେବ ଓ ସେ ଏହି ନିର୍ଦ୍ଦେଶ ପାଳନ କରିଛନ୍ତି କି ନା ସେ ନେଇ ରିପୋର୍ଟ କରାଯିବ। ୩୦ ବର୍ଷୀୟା ସିମେନ୍ୟା ୮୦୦ମିଟରରୁ ଊର୍ଦ୍ଧ୍ୱ ରେସ୍‌ରେ ଦୁଇଥର ଅଲିମ୍ପିକ୍‌ ଓ ୩ଥର ବିଶ୍ୱ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ସେ ମଧ୍ୟ ବିଭିନ୍ନ କାରଣରୁ କ୍ୟାରିୟରରେ ଏକାଧିକ ବାର ବିବାଦରେ ଛନ୍ଦି ହୋଇପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଖେଳାଳିଙ୍କୁ ଉତ୍ସାହିତ କରୁଛନ୍ତି ଡେନର୍ବି

ନୂଆଦିଲ୍ଲୀ, ୯।୫:କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସମୟରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କ ଫିଟ୍‌ନେସ କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କରିଛନ୍ତି ଭାରତୀୟ ୧୭ ବର୍ଷରୁ...

ହାଇକୋର୍ଟ ବାର୍‌ ଚାମ୍ପିୟନ, ଭୁବନେଶ୍ୱର ରନର୍ସଅପ୍‌

ଭୁବନେଶ୍ୱର, ୨୪।୧(କ୍ରୀଡ଼ା ପ୍ରତିନିଧି)- ବିଜେବି କଲେଜ ପଡ଼ିଆରେ ୬ଷ୍ଠ ପ୍ରଶାନ୍ତ ରାଉତରାୟ ସ୍ମାରକୀ ଅଲ୍‌ ଓଡ଼ିଶା ଆଇନଜୀବୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି। ଗୁରୁବାର ଅନୁଷ୍ଠିତ...

ଗାଙ୍ଗୁଲିଙ୍କ ସେଲ୍‌ଫି ଦର୍ଶକମୟ

କୋଲକାତା,୨୨।୧୧- ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଚାଲିଥିବା ଐତିହାସିକ ଦିବରାତ୍ର ଟେଷ୍ଟ ଅବସରରେ ସେଲ୍‌ଫି ନେବାକୁ ଭୁଲି ନାହାନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ମ୍ୟାଚ୍‌ ଆରମ୍ଭ...

ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଆଇପିଏଲ୍‌ ଖେଳିବି: ଓ୍ବାର୍ନର

ନୂଆଦିଲ୍ଲୀ,୨୧।୬(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବୁ ବୋଲି ଅଷ୍ଟ୍ରେଲିଆ ତାରକା...

ସିରାଜଙ୍କୁ ଆଲିଙ୍ଗନ କଲେ ଏହି ଖେଳାଳି

ବ୍ରିସବେନ୍‌,୧୭।୧: ବ୍ରିସବେନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଭାରତକୁ ବିଜୟ ପାଇଁ ୩୨୮ ରନ୍‌ର ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ।...

ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ: ଅଲିମ୍ପିକ୍ସ ପାରାଟ୍ରାଇଥଲନ ଟେଷ୍ଟ ବାତିଲ

ଟୋକିଓ,୧୭।୮(ଏଏଫ୍‌ପି): ଟୋକିଓ ଅଲିମ୍ପିକ୍ସର ପାରାଟ୍ରାଇଥଲନର ଟେଷ୍ଟ ଇଭେଣ୍ଟର ସନ୍ତରଣ ରାଉଣ୍ଡ ଶନିବାର ବାତିଲ କରାଯାଇଛି। ଯେଉଁଠାରେ ସନ୍ତରଣ ଇଭେଣ୍ଟ ହେବାକୁ ଥିଲା, ସେଠାକାର ପାଣିରେ ଅତ୍ୟଧିକ...

ପ୍ରଥମ ଦିନିକିଆ: ଇଂଲଣ୍ଡ ୬ ଉଇକେଟରେ ବିଜୟୀ

ସାଉଥାମ୍ପଟନ,୩୧।୭(ଏପି): ପ୍ରତ୍ୟାବର୍ତ୍ତନରେ ଡେଭିଡ୍‌ ଓ୍ବିଲି ଦମ୍‌ଦାର ବୋଲିଂ କରି ଇଂଲଣ୍ଡକୁ ଆୟର୍ଲାଣ୍ଡ ବିପକ୍ଷରେ ବିଜୟୀ କରାଇଛନ୍ତି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଗୁରୁବାର ଅନୁଷ୍ଠିତ ପ୍ରଥମ...

୭ ମ୍ୟାଚ୍‌ରେ ୭୭ ଛକା, ଏହି ଟିମ୍‌ ଛାଡ଼ିଛି ସର୍ବାଧିକ କ୍ୟାଚ୍‌

ନୂଆଦିଲ୍ଲୀ, ୨୬।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ତ୍ରୟୋଦଶ ସଂସ୍କରଣର ପ୍ରଥମ ସପ୍ତାହ ଇତିମଧ୍ୟରେ ପୂରଣ ହୋଇସାରିଛି। ଏହା ମଧ୍ୟରେ ୭ଟି ମ୍ୟାଚ୍‌ ଖେଳାଯାଇଥିବାବେଳେ ଏଭଳି...

Advertisement
Archives

Model This Week