ଆଜିଠୁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧।୧୧: ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପର୍ଯ୍ୟଟକମାନେ ଆଜି ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍‌ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍‌ ଦେଇ ପ୍ରବେଶ କରିପାରିବେ। ପ୍ରକୃତିର ସୃଷ୍ଟି ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ପଯର୍‌ୟଟକଙ୍କ ଭିଡ ପରିଲକ୍ଷିତ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଟି.ଅଶୋକ କୁମାର ଉପସ୍ଥିତ ରହି ପର୍ଯ୍ୟଟକଙ୍କୁ ଗୋଲାପ ଫୁଲ ଦେଇ ଶିମିଳିପାଳକୁ ସ୍ବାଗତ କରିଛନ୍ତି। ପର୍ଯ୍ୟଟକମାନଙ୍କ ପାଇଁ ରହିବା ଓ ଖାଇବା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଥମ ଦିନରେ ବାରିପଦା ପଟୁ ୨୫ ଓ ଯଶିପୁର ପଟୁ ୩୫ଟି ଗାଡି ପ୍ରବେଶ କରିବାକୁ ଅନୁମତି ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ବର୍ଷା ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ଜୁନ ୧୬ରୁ ବନ୍ଦ ରହିଥିଲା ଶିମିଳିପାଳ। ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଖରାପ ହୋଇଯାଏ। ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହାକୁ ସାମୟିକ ବନ୍ଦ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଅଣ୍ଟିଆ ବର୍ଷା: ଚାଷୀକୁଳ ହତାଶ

ବାଲିଗୁଡ଼ା,୧୨ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ଆଷାଢ଼ ସରି ଶ୍ରାବଣ ଆସିଲାଣି । ହେଲେ ନିଅଣ୍ଟିଆ ବର୍ଷା ପାଇଁ ଚାଷ କାର୍ଯ୍ୟ ଘୋର ବାଧାପ୍ରାପ୍ତ ହୋଇଛି। ମୌସୁମୀ ବାୟୁ...

ମହାଶିବରାତ୍ରି: ପାଟଣା ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ

ପାଟଣା,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳ ଶିବରାତ୍ରି ସକାଶେ ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ଭୋର ୪ଟାରୁ ମୁଖ୍ୟାଳୟସ୍ଥିତ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି।...

ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍‌କୋର୍ଟ ଘୋଷଣା କରିଥିଲେ। ହେଲେ...

ନାହିଁ ବିଦ୍ୟୁତ୍‌ ସଂଯୋଗ, ଡିବିରି ଆଲୁଅ ଭରସା

କୋକସରା, ୧୭।୧୨ (ଡି.ଏନ.ଏ.) ବିଦ୍ୟୁତ୍‌ ସେବାରୁ ବଞ୍ଚିତଲୋକଙ୍କ ନିକଟରେ ବିଦ୍ୟୁତ୍‌ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି...

ଗୁଣି ସନ୍ଦେହରେ ବାପାଙ୍କୁ ହତ୍ୟା, ଜୀବନ ବଞ୍ଚାଇ ଥାନାକୁ ଦୌଡ଼ିଲେ ପୁଅ

ରାୟଗଡ଼ା ଅଫିସ/ଟିକିରି,୪ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିବା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏଭଳି...

୨୨ ଦିନ ପରେ ବି ଚାଷୀଙ୍କୁ ଟଙ୍କା ମିଳୁନି

ପଟ୍ଟାମୁଣ୍ଡାଇ,୭ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତବର୍ଷ ଖରିଫ ଧାନକିଣାରେ ଅବ୍ୟବସ୍ଥା ସାମନାକୁ ଆସିଛି। ମଣ୍ଡିରେ ଧାନ ବିକ୍ରିର ପ୍ରାପ୍ୟ ଚାଷୀଙ୍କୁ ୪୮ ଘଣ୍ଟା ମଧ୍ୟରେ ପ୍ରଦାନ...

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲା କ୍ରିୟାନୁଷ୍ଠାନ କମିଟି

ବ୍ରହ୍ମପୁର ଅଫିସ୍‌, ୯ା୮-ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବ୍ରହ୍ମପୁରରୁ ଛତ୍ରପୁରକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାର ଏବଂ ଜିଲାପାଳଙ୍କ ପ୍ରସ୍ତାବକୁ ନେଇ ବିବାଦ ବଢ଼ିବାରେ ଲାଗିଛି।...

ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା...

Advertisement
Archives

Model This Week