ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ

ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍‌ ବାଳକ ବିଦ୍ୟାଳୟ ଏବଂ ପରେ ସମ୍ମାନଜନକ ଦି ଡୁନ ସ୍କୁଲରେ ଶିକ୍ଷା ଲାଭ କରିଥିଲେ। ପରେ ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ନବୀନ ଜଣେ ବିଶିଷ୍ଟ ଲେଖକ ଥିଲେ। ସେ ୫୦ବର୍ଷ ପର୍ଯ୍ୟନ୍ତ ଉଭୟ ରାଜନୀତି ଏବଂ ଓଡ଼ିଶାଠାରୁ ଦୂରେଇ ରହିଥିଲେ। କିନ୍ତୁ ପିତା ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ପରେ ସେ ୧୯୯୭ରେ ରାଜନୀତିରେ ପ୍ରବେଶ କରିଥିଲେ। ୧୯୯୮ରେ ସେ ସ୍ବର୍ଗତ ପିତା ବିଜୁ ପଟ୍ଟନାୟକଙ୍କ ନାମରେ ବିଜୁ ଜନତା ଦଳ ପ୍ରତିଷ୍ଠା କରିଥିଲେ। ପୂର୍ବରୁ ରାଜନେୈତିକ ଅଭିଜ୍ଞତା ନ ଥିଲେ ମଧ୍ୟ ସେ ବେଶ୍‌ ବିଜ୍ଞତାର ପରିଚୟ ଦେଇ ୨୦୦୦ରେ ଭାଜପା ସହିତ ମିଶି ରାଜ୍ୟରେ ସରକାର ଗଠନ କରି ମୁଖ୍ୟମନ୍ତ୍ରୀ ଭାର ଗ୍ରହଣ କରିଥିଲେ। ସରଳ ସ୍ବଭାବ ଓ ସହିଷ୍ଣୁତା ତାଙ୍କୁ ଜଣେ ଅସାଧାରଣ ଜନନେତା କରିପାରିଛି। ଯେଉଁଥିପାଇଁ ସେ ଲଗାତାର ୫ଥର ମୁଖ୍ୟମନ୍ତ୍ରୀ ଆସନରେ ଅଳଙ୍କୃତ ହୋଇପାରିଛନ୍ତି। ପିତାଙ୍କ ପରି ସେ ଅମଲାତନ୍ତ୍ରକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଛନ୍ତି। ଯାହାକି ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାରେ ସହାୟକ ହୋଇପାରିଛି। ତାଙ୍କର ବ୍ୟକ୍ତିଗତ ସାଧାରଣ ଜୀବନଶୈଳୀ ରାଜ୍ୟବାସୀଙ୍କ ନିକଟରେ ଗ୍ରହଣୀୟ ହୋଇପାରିଛି। ସେ ବିପର୍ଯ୍ୟୟ ପରିଚାଳନା କରିବାରେ ବେଶ୍‌ ସଫଳତା ହାସଲ କରିଛନ୍ତି। ୧୯୯୯ ପରେ ରାଜ୍ୟ ଯେତେଗୁଡ଼ିକ ବାତ୍ୟାର ସମ୍ମୁଖୀନ ହୋଇଛି ତାକୁ ସଫଳତାର ସହ ମୁକାବିଲା କରିବାରେ ରଣକୌଶଳ ବେଶ ସହାୟକ ହୋଇଛି। ଯେଉଁଥିପାଇଁ ଜାତିସଂଘ ମଧ୍ୟ ତାଙ୍କୁ ପ୍ରଶଂସା କରିଛି। କଳାପ୍ରତି ତାଙ୍କ ଅନୁରାଗ ତାଙ୍କୁ ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟର ଜଣେ ପ୍ରତିଷ୍ଠାତା ସଦସ୍ୟ କରାଇ ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ଅନ୍ତିମ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri