୨୦୦୦ ମସିହାଠାରୁ ବଢୁଛି ଭାରତୀୟଙ୍କ ସମ୍ପତ୍ତି, ହାରାହାରି ସମ୍ପତ୍ତି ପ୍ରାୟ ୧୪ ଲକ୍ଷ…

ବେର୍ନ,୨୦।୮ : ୟୁନିଅନ ବ୍ୟାଙ୍କ ଅଫ ସ୍ବିଜରଲ୍ୟାଣ୍ଡ (ୟୁବିଏସ) ରୁ ଏକ ରିପୋର୍ଟ ଆସିଛି ଯାହା ଗ୍ଲୋବାଲ ଓ୍ବେଲଥ ରିପୋର୍ଟ ୨୦୨୩’ ନାମରେ ପ୍ରକାଶ ପାଇଛି। ରିପୋର୍ଟରେ କୁହାଯାଇଛି ଭାରତର ଲୋକମାନେ ଅତି ଶୀଘ୍ର ଧନୀ ହେବାକୁ ଯାଉଛନ୍ତି। ଏହି ରିପୋର୍ଟ ଅନୁଯାୟୀ, ଭାରତରେ ଲୋକମାନଙ୍କ ହାରାହାରି ସମ୍ପତ୍ତି ପ୍ରାୟ ୧୪ ଲକ୍ଷ ।

ରିପୋର୍ଟ ଅନୁଯାୟୀ, ଯଦି ଦେଶର ଲୋକଙ୍କ ଧନ ଏହିପରି ବଢ଼େ ତେବେ ଶୀଘ୍ର ଭାରତର ଲୋକମାନେ ଧନୀ ହୋଇଯିବେ। ଏହା କୁହାଯାଇଛି ୨୦୦୦ ମସିହାରୁ ଭାରତର ଲୋକଙ୍କ ଧନ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ, ବିଶ୍ୱ ର ହାରାହାରି ସମ୍ପତ୍ତି ତୁଳନାରେ ଭାରତ ବହୁତ ପଛରେ ଅଛି। ଭାରତୀୟଙ୍କ ସମ୍ପତ୍ତି ବିଶ୍ୱର ହାରାହାରି ସମ୍ପତ୍ତି ଠାରୁ ପାଞ୍ଚ ଗୁଣା କମ ଅଟେ। ଅର୍ଥାତ ବିଶ୍ୱର ହାରାହାରି ସମ୍ପତ୍ତି ପ୍ରାୟ ୭୦ ଲକ୍ଷ ଟଙ୍କା ରହିଛି।

ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଧନ ସହିତ ଭାରତରେ ଅସମାନତା ମଧ୍ୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରିପୋର୍ଟରେ କୁହାଯାଇଛି ୨୦୨୨ ସୁଦ୍ଧା ଦେଶରେ ମୋଟ ୮.୪୯ ଲକ୍ଷ ବିଲିୟନେୟାର ଅଛନ୍ତି। ଏଥିମଧ୍ୟରୁ ୫,୪୮୦ ଜଣ ବିଲିୟନେୟାରଙ୍କର ସମ୍ପତ୍ତି ୧୦୦ ମିଲିୟନ ଡଲାରରୁ ଅଧିକ ।

 


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri