Posted inଜାତୀୟ

ମୋଦି ସରକାରଙ୍କ ଶାସନ କାଳରେ ୨୦୧୪ଠାରୁ ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ପଛୁଆ: ଚିଦାମ୍ବରମ…

ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି ଆସିଛି। ଏହି ରିପୋର୍ଟକୁ ସୂଚାଇ କଂଗ୍ରେସ ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି ଚିଦାମ୍ବରମ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ୮ ବର୍ଷ ମଧ୍ୟରେ ୨୦୧୪ ମସିହାରୁ ଆମର ସ୍କୋର ଖରାପ ହୋଇଯାଇଛି।

ସେ ଟୁଇଟରରେ ପଚାରିଛନ୍ତି, ମାନ୍ୟବର ପ୍ରଧାନମନ୍ତ୍ରୀ ପିଲାମାନଙ୍କ ମଧ୍ୟରେ ପୁଷ୍ଟିହୀନତା, କ୍ଷୁଧା ଏବଂ ଅସହାୟତା ଭଳି ପ୍ରକୃତ ସମସ୍ୟାର ସମାଧାନ କରିବେ କି? ଦେଶର ୨୨.୪ କୋଟିରୁ ଅଧିକ ଲୋକ କୁପୋଷଣ ଶିକାର ହୋଇଛନ୍ତି। ଏହା କ’ଣ ଦେଶର ବିକାଶ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ଖସୁଛି ସୁନା-ଚାନ୍ଦିର ଦାମ୍‌, ଜାଣନ୍ତୁ ଏବେ କେତେ ହେଲାଣି

ନୂଆଦିଲ୍ଲୀ,୯।୨: ସୁନା ମୂଲ୍ୟରେ ହ୍ରାସ ଧାରା ଜାରି ରହିଛି। ନୂତନ ସପ୍ତାହର ପ୍ରଥମ ଦିନ, ଫେବୃଆରୀ ୯ ତାରିଖ ସୋମବାର ସକାଳେ, ରାଜଧାନୀ ଦିଲ୍ଲୀରେ ୨୪କ୍ୟାରେଟ ସୁନାର…

ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର…

ଭାରତ-ନାମିବିଆ ମ୍ୟାଚ ପୂର୍ବରୁ ବଡ଼ ଅପଡେଟ, ଟିମ ଇଣ୍ଡିଆର ପ୍ଲେଇଂ XIରେ ହେବ ଏହି ପରିବର୍ତ୍ତନ

ନୂଆଦିଲ୍ଲୀ,୯।୨: ଭାରତ ୨୦୨୬ ଟି୨୦ ବିଶ୍ୱକପରେ ବିଜୟ ସହିତ ଖାତା ଖୋଲିଥିଲା। ତଥାପି, ପ୍ରଥମ ମ୍ୟାଚ ଏହା ମଧ୍ୟ ଦେଖାଇଥିଲା ଯେ ଦଳକୁ ଏବେ ମଧ୍ୟ କିଛି…

ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର…

IND vs PAK ମ୍ୟାଚ ବୟକଟ ଶେଷ କରିବାକୁ ICC ସାମ୍ନାରେ ୩ଟି ବଡ଼ ଦାବି ରଖିଲା ପାକିସ୍ତାନ, ଏହାକୁ ମାନିବ କି ଭାରତ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ 2026 ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଉପରେ କଳାବାଦଲ ଘୋଡ଼ାଇ ହୋଇ ରହିଛି। ପାକିସ୍ତାନ ଏହି ଟୁର୍ଣ୍ଣାମେଣ୍ଟରେ ଭାରତ…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri