Posted inଜାତୀୟ

ମୋଦି ସରକାରଙ୍କ ଶାସନ କାଳରେ ୨୦୧୪ଠାରୁ ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ପଛୁଆ: ଚିଦାମ୍ବରମ…

ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି ଆସିଛି। ଏହି ରିପୋର୍ଟକୁ ସୂଚାଇ କଂଗ୍ରେସ ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି ଚିଦାମ୍ବରମ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ୮ ବର୍ଷ ମଧ୍ୟରେ ୨୦୧୪ ମସିହାରୁ ଆମର ସ୍କୋର ଖରାପ ହୋଇଯାଇଛି।

ସେ ଟୁଇଟରରେ ପଚାରିଛନ୍ତି, ମାନ୍ୟବର ପ୍ରଧାନମନ୍ତ୍ରୀ ପିଲାମାନଙ୍କ ମଧ୍ୟରେ ପୁଷ୍ଟିହୀନତା, କ୍ଷୁଧା ଏବଂ ଅସହାୟତା ଭଳି ପ୍ରକୃତ ସମସ୍ୟାର ସମାଧାନ କରିବେ କି? ଦେଶର ୨୨.୪ କୋଟିରୁ ଅଧିକ ଲୋକ କୁପୋଷଣ ଶିକାର ହୋଇଛନ୍ତି। ଏହା କ’ଣ ଦେଶର ବିକାଶ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀରେ ଶୀର୍ଷ ଛୁଇଁବ କରୋନା: ଦୈନିକ ଚିହ୍ନଟ ହେବେ ୮ ଲକ୍ଷରୁ ଊର୍ଦ୍ଧ୍ୱ

କାନପୁର,୮ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ଯାଇଛି । ଆସନ୍ତା ଫେବୃୟାରୀରେ ଏହା ଶୀର୍ଷରେ ପହଞ୍ଚିବ ବୋଲି ବିଶେଷଜ୍ଞମାନେ ଅନୁମାନ...

ରେଲଓ୍ବେ ଟିକେଟରେ ମୋଦିଙ୍କ ଫଟୋ:୨ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୧୬।୪: ନିର୍ବାଚନ ପ୍ରଚାରକୁ ନେଇ ନିର୍ବାଚନ ଆୟୋଗ କଠୋର ହେଉଥିବା ବେଳେ ସୋମବାର କେତେଜଣ ନେତାଙ୍କ ପ୍ରଚାର ଉପରେ କଟକଣା ଲଗାଇଛନ୍ତି। ଇତିମଧ୍ୟରେ ଭାରତୀୟ ରେଳ...

‘ହୁନର ହାଟ’ରେ ବିହାରର ସ୍ବାଦିଷ୍ଟ ବ୍ୟଞ୍ଜନ ‘ଲିଟି-ଚୋଖା’ର ମଜା ନେଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ସମୟରେ ନିଆରା କାର୍ଯ୍ୟ କରି ସମସ୍ତଙ୍କୁ ଚକିତ କରିଦେଇଥାନ୍ତି। ଯାହାକୁ ନେଇ ପରବର୍ତ୍ତୀ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ।...

କରୋନାକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ୫ ସୁତ୍ରୀ ଯୋଜନା

ନୂଆଦିଲ୍ଲୀ,୪।୪: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କରୋନା ବୃଦ୍ଧି...

ଲେଉଟି ଆସିଲା ସାମୁଦ୍ରିକ ଝଡ଼ ‘ବାୟୁ’: ୪୮ ଘଣ୍ଟାରେ ଗୁଜରାଟ ଉପକୂଳ ଛୁଇଁବ

ନୂଆଦିଲ୍ଲୀ,୧୬ା୬ : ସାମୁଦ୍ରିକ ବାତ୍ୟା ‘ବାୟୁ’ ଲୁଚକାଳି ଖେଳୁଛି। ଗତ ଗୁରୁବାର ଏହା ଗୁଜରାଟ ଉପକୂଳରେ ମାଡ଼ ହେବାର ଆଶଙ୍କା ଥିବାବେଳେ ବୁଧବାର ରାତିରେ ଏହାର...

ରାମମନ୍ଦିର ପାଇଁ ଅଯୋଧ୍ୟାରେ ପହଞ୍ଚିଲା ୬୧୩ କିଲୋଗ୍ରାମ ଓଜନର ଘଣ୍ଟି; ୮ କିମି ପର୍ଯ୍ୟନ୍ତ ଶୁଭିବ ଧ୍ୱନି

ଅଯୋଦ୍ଧା, ୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାମେଶ୍ୱରମରୁ ବାହାରିଥିବା ରାମରଥ ଯାତ୍ରା ୪,୫୫୫ କିଲୋମିଟର ଅତିକ୍ରମ କରି ଅଯୋଧ୍ୟାରେ ପହଞ୍ଚିଛି। ଏହି ଯାତ୍ରାରେ...

ଗିରଫ ହେଲେ ଅବଦୁଲ୍ଲାଙ୍କ ଭଉଣୀ

ଜମ୍ମୁ,୧୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାକୁ ପ୍ରାୟ ୭୦ ଦିନ ପୂରି ଗଲାଣି। ଏହାପରେ ମଙ୍ଗଳବାର ଶ୍ରୀଗନରରେ ସିଲିଭ ସୋସାଇଟି ଦ୍ୱାରା ବିରୋଧ ପ୍ରଦର୍ଶନ...

ଜୁଲାଇ ୧୯ରୁ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଏବେ ବହୁ ପରିମାଣରେ ନିୟନ୍ତ୍ରଣକୁ ଆସିଛି। ତେଣୁ ସଂସଦର କାର୍ଯ୍ୟକୁ ପୁଣି ଥରେ ଆରମ୍ଭ କରିବାକୁ ବିଚାର...

Advertisement
Archives

Model This Week