ଶନିବାରରୁ ପୁଣି ବର୍ଷା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ) ରାଜ୍ୟରେ କୋହଲା ପାଗ ସାଙ୍ଗକୁ କିଛି ସ୍ଥାନେ ସ୍ଥାନେ ଝିପି ବର୍ଷା ଲାଗି ରହିଛି । ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ବଙ୍ଗୋପସାଗର ମଧ୍ୟରେ ଟ୍ରପ ଲାଇନ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡାରେ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଶନିବାର ସକାଳ ସୁଦ୍ଧା ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଞ୍ଜାମ ଏବଂ ଗଜପତି ଜିଲାରେ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
୧୨ ତାରିଖ ପରେ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ସହ ଶୀତ ବଢିବ। ଏବେ ରାଜ୍ୟରେ ବର୍ଷା ଜାରି ରହିଥିବାରୁ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବଢିଛି। ଫଳରେ ସ୍ବାଭାବିକଠାରୁ ୪ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ହେବା ସହ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ତାପମାତ୍ରା କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri