Posted inଫୁରସତ

ବାହାଘର ହେଉ ନ ଥିବାରୁ ରିକ୍ସାବାଲା କଲେ ଏମିତି: ଏବେ ଲାଗୁଛି ଯୁବତୀଙ୍କ ଲମ୍ବା ଲାଇନ୍‌

ଭାରତରେ ବିବାହର ବିଶେଷ ଗୁରୁତ୍ୱ ରହିଛି। ପ୍ରତ୍ୟେକ ଝିଅ ଏବଂ ପୁଅ ବିବାହ କରିବାକୁ ଚାହାଁନ୍ତି। ଉଭୟଙ୍କ ବିବାହ ପାଇଁ ଏକ ବୟସ ମଧ୍ୟ ସ୍ଥିର କରାଯାଇଛି। ଯଦି କେହି ବିବାହ ନ କରନ୍ତି, ପଡ଼ୋଶୀ ତଥା ସମ୍ପର୍କୀୟମାନେ ଥଟ୍ଟା କରିବା ଆରମ୍ଭ କରନ୍ତି। ମଧ୍ୟପ୍ରଦେଶର ଦାମୋହରେ ରହୁଥିବା ତିରିଶ ବର୍ଷ ବୟସ୍କ ବ୍ୟକ୍ତିଙ୍କ ସହ ସମାନ ଘଟଣା ଘଟିଥିଲା।
ଏହି ତିରିଶ ବର୍ଷ ବୟସ୍କଙ୍କ ନାମ ଦୀପେନ୍ଦ୍ର ରାଠୋର। ସେ ଇ-ରିକ୍ସା ଡ୍ରାଇଭ କରନ୍ତି। ସେ ବିବାହ କରି ନ ଥିବା ଯୋଗୁ ଏକ ନିଆରା ପଦ୍ଧତି ଗ୍ରହଣ କରିଥିଲେ। ଦୀପେନ୍ଦ୍ର ତାଙ୍କ ଇ-ରିକ୍ସାରେ ଏକ ବଡ଼ ହୋର୍ଡିଂ ରଖିଛନ୍ତି। ଏଥିରେ ସେ ତାଙ୍କର ସମ୍ପୂର୍ଣ୍ଣ ବିବରଣୀ ଦେଇଛନ୍ତି। ଏହି ହୋର୍ଡିଂରେ ସେ ଶିକ୍ଷା, ଉଚ୍ଚତା, ବ୍ଲଡ୍‌ ଗ୍ରୁପ୍‌ ଇତ୍ୟାଦି ଲେଖିଛନ୍ତି। ସେ ଏକ ଇ-ରିକ୍ସାରେ ସହରରେ ବୁଲୁଛନ୍ତି।
ସେ କହିଛନ୍ତି ଯେ, ତାଙ୍କୁ ୩୦ ବର୍ଷ ବୟସ ହେଲାଣି, କିନ୍ତୁ ଯୁବତୀ ମିଳୁନାହିଁ। ସେ ବିବାହ କରିବାକୁ ଚାହୁଁଛନ୍ତି। ତେଣୁ ସେ ଏପରି କରିବାକୁ ବାଧ୍ୟ ହେଉଛନ୍ତି। ସେ ହୋର୍ଡିଂ ଉପରେ ଏକ ବିଶେଷ ଜିନିଷ ଲେଖିଛନ୍ତି। ବିବାହରେ ଜାତି ଓ ଧର୍ମ ଉପରେ କୌଣସି ପ୍ରତିବନ୍ଧକ ନାହିଁ। ସେ ଏହା ଲେଖି ବୁଲିବା ଦ୍ୱାରା ଏବେ ତାଙ୍କ ପାଖକୁ ଅନେକ ପ୍ରସ୍ତାବ ଆସୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍‌ଙ୍କ ଫଟୋ

ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍‌ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍‌ଦାର...

ମୋ ମୁହଁରେ ଭର୍ତ୍ତି କରି ଦେଇଥିଲେ AK-47, ସେଦିନର ଲୋମଟାଙ୍କୁରା ଘଟଣା ବଖାଣିଲେ ପାଇଲଟ୍‌

ନୂଆଦିଲ୍ଲୀ,୨୬ା୭: ଆଜି ଅର୍ଥାତ୍‌ ୨୬ ଶୁକ୍ରବାର କାର୍‌ଗିଲ ବିଜୟ ଦିବସର ୨୫ବର୍ଷ ପୂରଣ ହୋଇଛି। ଏହି ଦିନ କାର୍‌ଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ ପରାସ୍ତ...

ଜୀବନ୍ତ ଗିଳି ଦେବାକୁ ଚେଷ୍ଟା କରୁଥିଲା ଅଜଗର, ବ୍ୟକ୍ତି ଜଣଙ୍କ କଲେ ଏଭଳି, ଭିଡିଓ ଦେଖିଲେ…

ଭୋପାଳ,୨୬।୭: ମଧ୍ୟପ୍ରଦେଶର ଜବଲପୁରର କଲ୍ୟାଣପୁର ଗ୍ରାମରେ ୧୫ ଫୁଟ ଲମ୍ବର ଅଜଗର ସାପ ଆକ୍ରମଣ କରିବା ପରେ ଜଣେ ବ୍ୟକ୍ତି ମୃତ୍ୟୁ ମୁଖରୁ ରକ୍ଷା ପାଇଯାଇଛନ୍ତି।...

ଜନ୍ମନେଲେ ଅଜବ ଶିଶୁ: ରହିଛି ୨୫ ଆଙ୍ଗୁଠି

ବେଙ୍ଗାଲୁରୁ,୨୪।୭:କର୍ନାଟକର ବାଗଲକୋଟ ଜିଲାର ବନହଟ୍ଟି ଅଞ୍ଚଳର ସନ୍‌ସାଇନ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ମଙ୍ଗଳବାର ୨୫ ଆଙ୍ଗୁଠି ଥିବା ଏକ ଦୁର୍ଲଭ ଶିଶୁ ଜନ୍ମ ହୋଇଛି। ଏହି...

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ କେତେ ଟଙ୍କା ମିଳେ କ୍ଷତିପୂରଣ, ଜାଣିଲେ…

କାଠମାଣ୍ଡୁ/ନୂଆଦିଲ୍ଲୀ ,୨୪ା୭: ସୌର୍ଯ୍ୟ ଏୟାରଲାଇନ୍ସର ୯ଏନ୍‌-ଏଏମ୍‌ଇ (ସିଆରଜେ- ୨୦୦) ବିମାନ ଭାରତର ପଡ଼ୋଶୀ ଦେଶ ନେପାଳର ରାଜଧାନୀ କାଠମାଣ୍ଡୁର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁର୍ଘଟଣାର ଶିକାର...

ଜୀବନରେ ‘ରିଫ୍ରେଶ’ ରହିବା ଜରୁରୀ

ପ୍ରତିବର୍ଷ ଜୁଲାଇ ମାସର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ଏହି ଦିନ ଲୋକମାନେ ଥଣ୍ଡା ଲେମ୍ବୁ, ବରଫଯୁକ୍ତ ଚା’, କୋଲ୍ଡ ପାନୀୟ,...

ବାପାଙ୍କୁ କୁଣ୍ଢାଇ ଧରି କାନ୍ଦିକାନ୍ଦି ଏମିତି କହିଲେ ଝିଅ: ବାପାଙ୍କ ଆଖିରେବି ରହିଲାନି ଲୁହ, ଭାଇରାଲ ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଜଣେ ଚା’  ବିକାଳଙ୍କ  ଝିଅ ତାଙ୍କ ବାପାଙ୍କୁ କୁଣ୍ଢାଇ ଧରିି କହନ୍ତି, ପାପା,...

ସାଂସ୍କୃତିକ ଆଦାନ ପ୍ରଦାନକୁ ପ୍ରୋତ୍ସାହିତ କରେ

ପ୍ରତିବର୍ଷ ଜୁଲାଇ ୨୩ରେ ଜାତୀୟ ପ୍ରସାରଣ ଦିବସ ପାଳନ କରାଯାଇଥାଏ। ୧୯୨୭ରେ ବମ୍ବେ (ମୁମ୍ବାଇ)ଷ୍ଟେଶନରୁ ପ୍ରସାରିତ ପ୍ରଥମ ରେଡିଓ ପ୍ରସାରଣକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଏହି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri