ସିନ୍ଦେ ବନାମ ଉଦ୍ଧବ: ସୁପ୍ରିମକୋର୍ଟରେ ଆଜି ଶୁଣାଣି

ନୂଆଦିଲ୍ଲୀ,୧୧।୫:ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଏମ.ଆର୍‌ ଶାହା, କୃଷ୍ଣ ମୁରାରି, ହିମା କୋହିଲି, ପି.ଏସ୍‌ ନରସିଂହ୍ମାଙ୍କ ୫ଜଣିଆ ସମ୍ବିଧାନ ବେଞ୍ଚ ଗତ ବର୍ଷ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ସମ୍ପର୍କରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେବେ। ଗତ ବର୍ଷ ଏକନାଥ ସିନ୍ଦେଙ୍କ ପାଇଁ ଦଳରେ ବିଦ୍ରୋହ ପରେ ଶିବସେନା ୨ଟି ଦଳରେ ବିଭକ୍ତ ହୋଇଯାଇଥିଲା। ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏ ସମ୍ପର୍କରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା।
ସୂଚନାଯୋଗ୍ୟ, ଉଦ୍ଧବ ଠାକରେ ୧୬ଜଣ ବିଧାୟକଙ୍କ ସଦସ୍ୟତାର ବୈଧତାକୁ ନେଇ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ, ଯାହା ଉପରେ ଆଜି ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri