Posted inଜାତୀୟ

ଗୁରୁବାର ଫେରିବେ ସିନ୍ଧେ ଗୋଷ୍ଠୀ

ମୁମ୍ବାଇ, ୨୯ା୬: ଶିବସେନାର ୧୫ ବିଦ୍ରୋହୀ ବିଧାୟକଙ୍କୁ ଜୁଲାଇ ୧୨ ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷଣା ନୋଟିସ ଉପରେ ଜବାବ ଦେବାକୁ ସୁପ୍ରିମକୋର୍ଟ ସୁଯୋଗ ଦେବା ପରେ ଶିବିରର ସେନାପତି ଏକନାଥ ସିନ୍ଧେ ଗଣମାଧ୍ୟମକୁ ସାମ୍ନା କରିଛନ୍ତି। ସିନ୍ଧେ ଗୁଆହାଟୀ ଯିବାର ୬ ଦିନ ପରେ ପ୍ରଥମ ଥର ପାଇଁ ଗଣମାଧ୍ୟମ ଆଗରେ ମୁହଁ ଦେଖାଇଛନ୍ତି। ବିଦ୍ରୋହୀ ବିଧାୟକମାନେ ଅବସ୍ଥାନ କରୁଥିବା ରେଡିସନ୍‌ ବ୍ଲ୍ୟୁ ହୋଟେଲ ବାହାରେ ଖବରଦାତାଙ୍କୁ ସିନ୍ଧେ କହିଛନ୍ତି, ମୋ ସହ ୫୦ ଜଣ ଅଛନ୍ତି। ସେମାନେ ହିନ୍ଦୁତ୍ୱ ପାଇଁ ସ୍ବଇଚ୍ଛାରେ ଗୁଆହାଟୀକୁ ଆସିଛନ୍ତି। ଆମେ ବାଲାସାହେବ ଠାକ୍‌ରେଙ୍କ ହିନ୍ଦୁତ୍ୱ ଲିଗାସି ଆଗକୁ ବଢ଼ାଇବୁ। ହିନ୍ଦୁତ୍ୱ ସୁରକ୍ଷା ପ୍ରଥମ ଲକ୍ଷ୍ୟ। ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ। ସିନ୍ଧେ ନିଜ ସମର୍ଥକ ବିଧାୟକମାନଙ୍କ ସହ ଗୁରୁବାର ମୁମ୍ବାଇ ଫେରିବେ ବୋଲି ସୂଚନା ଦେଇଛନ୍ତି। ସିନ୍ଧେ ଗୁରୁବାର ମହାରାଷ୍ଟ୍ର ରାଜ୍ୟପାଳ ଭଗତସିଂ କୋଶିୟାରୀଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇବେ। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ଆସ୍ଥାଭୋଟ ଲାଗି ଚ୍ୟାଲେଞ୍ଜ ଦେବା ପାଇଁ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିପାରନ୍ତି। ଏପରି କି ମୁମ୍ବାଇ ଗସ୍ତ ପୂର୍ବରୁ ସେ ଦିଲ୍ଲୀ ଗସ୍ତ କରି ଭାଜପା ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri