ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଭାଜପା ସଭାପତି ମନମୋହନ ସାମଲ, ବିଜୟପାଲ ସିଂ ତୋମର ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ସିଦ୍ଧାନ୍ତ ମହାପାତ୍ର ଦୁଇଥର ବିଜେଡି ଟିକେଟ୍‌ରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଦଳ ତାଙ୍କୁ ଆଉ ଟିକେଟ ଦେଇ ନ ଥିଲା। ତାଙ୍କ ବଦଳରେ ଚନ୍ଦ୍ରଶେଖର ସାହୁଙ୍କୁ ଦଳ ଟିକେଟ୍‌ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୧୬ା୧ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନି। ସପ୍ତାହକ ଭିତରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିର୍ଯାତନାର ଶିକାର ହୋଇ...

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ।...

ବାଲ୍ୟ ବିବାହ ମୁକ୍ତ ଯୋଜନା: ୧୦୦ ଦିନ ଧରି ଦେଶରେ ଚାଲିବ ସଚେତନତା କାର୍ଯ୍ୟକ୍ରମ

ଭଞ୍ଜନଗର,୧୬।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସିଡ଼ିପିଓ କାର୍ଯ୍ୟାଳୟ ଏବଂ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ...

BMC Results 2026:ଭାଜପାର ବିଜୟ ପରେ ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କରୁଛି ରସମଲାଇ

ମୁମ୍ବାଇ,୧୬।୧: ମହାରାଷ୍ଟ୍ର ପୌର ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ, ‘ରସମଲାଇ’ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି। ନିର୍ବାଚନ ପ୍ରଚାର ସମୟରେ...

୪୦ଲକ୍ଷ ପାର୍‌ କରିବ ୧୦ଗ୍ରାମ୍‌ ସୁନା, ବିବାହ ଋତୁରେ କୋଟିଏ ଛୁଇଁବ!

ନୂଆଦିଲ୍ଲୀ,୧୬।୧: ଦେଶରେ ସୁନା ମୂଲ୍ୟ ଧୀରେ ଧୀରେ ବୃଦ୍ଧି ପାଉଛି, ଯାହା ଧୀରେ ଧୀରେ ସାଧାରଣ ଲୋକଙ୍କ ହାତପାଆନ୍ତାରୁ ଦୂରେଇ ଯାଉଛି। ଆଜି ଦିଲ୍ଲୀ, ଜୟପୁର,...

ଛତ୍ରପୁର, ଗଞ୍ଜାମ ବିକାଶ ପାଇଁ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଧାୟକ: ୨ ଏକ୍ସପ୍ରେସ ରହଣି, କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦାବି

ଗଞ୍ଜାମ / ଛତ୍ରପୁର,୧୬।୧(ଅନାଥ ତରାଇ/ ଦିଲ୍ଲୀପ ସାମଲ ): ଛତ୍ରପୁର ନିର୍ବାଚନମଣ୍ଡଳୀର ବିକାଶ ଓ ଜନସାଧାରଣଙ୍କ ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି...

କରିସ୍ମା କପୁରଙ୍କୁ ସୁପ୍ରିମକୋର୍ଟ ଦେଲେ ଏମିତି ଆଦେଶ: ଦେବାକୁ ପଡ଼ିବ…

ଶିଳ୍ପପତି ସଞ୍ଜୟ କପୁରଙ୍କ ମୃତ୍ୟୁ ପରେ ତାଙ୍କ ସମ୍ପତ୍ତିକୁ ନେଇ ଚାଲିଥିବା ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଏହି ହାଇ-ପ୍ରୋଫାଇଲ ଆଇନଗତ ଲଢ଼େଇ ସୁପ୍ରିମକୋର୍ଟରେ...

ବାଂଲାଦେଶ କ୍ରିକେଟରଙ୍କୁ ମିଳୁଛି ହତ୍ୟା ଧମକ, ଅଧ୍ୟକ୍ଷ କହିଲେ…

ଢାକା,୧୬।୧: ବାଂଲାଦେଶ କ୍ରିକେଟରେ ବର୍ତ୍ତମାନ କିଛି ଭଲ ଚାଲିଛି ନାହିଁ। ଗୁରୁବାର, ବାଂଲାଦେଶ କ୍ରିକେଟର୍ସ ୱେଲଫେୟାର ଆସୋସିଏସନ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri