କରୋନା ଆତଙ୍କ: ନୂଆ ଭାରିଆଣ୍ଟରେ ସଂକ୍ରମିତ ହେଲେଣି ୨ହଜାରରୁ ଅଧିକ ଲୋକ

ସିଙ୍ଗାପୁର,୬।୧୦: କରୋନାର କରାଳ ରୂପ ଏପର୍ଯ୍ୟନ୍ତ ଥମି ନାହିଁ। କରୋନା ପୁଣି ଥରେ ସିଙ୍ଗାପୁରରେ ଆତଙ୍କ ସୃଷ୍ଟି କରିଛ। ପ୍ରତିଦିନ ଏଠାରେ ୨୦୦୦ମାମଲା ସାମ୍ନାକୁ ଆସୁଛି।
ସିଙ୍ଗାପୁରର ସ୍ବାସ୍ଥ୍ୟମନ୍ତ୍ରୀ ଓଙ୍ଗ ୟେ କୁଙ୍ଗ ଶୁକ୍ରବାର ଚେତାବନୀ ଦେଇଛନ୍ତି, ଦେଶ କୋଭିଡ-୧୯ର ଆଉ ଏକ ତରଙ୍ଗର ସମ୍ମୁଖୀନ ହୋଇଛ। ଆସନ୍ତା ସପ୍ତାହରେ ଆହୁରି ଅଧିକ ଲୋକ ଏଥିରେ ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେବେ। ଓଙ୍ଗ କହିଛନ୍ତି, ତିନି ସପ୍ତାହ ପୂର୍ବରୁ ଦୈନିକ ପ୍ରାୟ ଏକ ହଜାର ମାମଲା ରିପୋର୍ଟ କରାଯାଉଥିବାବେଳେ ଗତ ଦୁଇ ସପ୍ତାହ ମଧ୍ୟରେ ଦୈନିକ ୨ହଜାରରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି।

ସିଙ୍ଗାପୁରରେ ସମ୍ପ୍ରତି ରିପୋର୍ଟ ହୋଇଥିବା କୋଭିଡ ମାମଲାରେ ଅଧିକାଂଶ ରୋଗ ଦୁଇଟି ଭାରିଆଣ୍ଟ ଯଥା ଇଜି ୫ ଓ ଏଚକେ୩ ଦ୍ୱାରା ସଂକ୍ରମିତ ହେଉଛନ୍ତି। ଉଭୟ ଏକ୍ସବିବି ଓମିକ୍ରନ ଭାରିଆଣ୍ଟରୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri