ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୭ା୧: ମହାମହିମ ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ଥର୍ମନ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ବାଗତ କରିଛନ୍ତି। ୨୮ ଏବଂ ୨୯ରେ ରାଜ୍ୟରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମଳନୀ ପୂର୍ବରୁ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରାଜ୍ୟ ଗସ୍ତକୁ ଗୁରତ୍ୱପୂର୍ଣ୍ଣ ଭାବେ ବିବେଚନା କରାଯାଉଛି। ତାଙ୍କ ସହ କେତେକ ଉଚ୍ଚ ପଦସ୍ଥ ଅଧିକାରୀ ମଧ୍ୟ ଓଡ଼ିଶା ଆସିଛନ୍ତି।

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ୨ ଦିନ ଆଲୋଚନା ହେବ। ସିଙ୍ଗାପୁର ସହ ଏମ୍‌ଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମ ରହିଛି। ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଗ୍ରୀନ ଏନର୍ଜିରେ ସହଯୋଗ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଆଗକୁ ଯିବ, ସିଙ୍ଗାପୁର ସହ ସମ୍ପର୍କ ବଢ଼ିବ ବୋଲି ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri