ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଲରେନ୍ସ ୱଙ୍ଗ ନିଯୁକ୍ତ ହେବେ। ସେ ବର୍ତ୍ତମାନ ଦେଶର ଉପପ୍ରଧାନମନ୍ତ୍ରୀ ଅଟନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତ୍ତିରେ ହସ୍ତାନ୍ତର ତାରିଖ ଘୋଷଣା କରାଯାଇଛି। ଏକ ଫେସବୁକ ପୋଷ୍ଟରେ ୭୨ ବର୍ଷୀୟ ଲି କହିଛନ୍ତି ଯେ କୌଣସି ଦେଶ ପାଇଁ ନେତୃତ୍ୱ ପରିବର୍ତ୍ତନ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ।

ଏକ ବିବୃତ୍ତିରେ କୁହାଯାଇଛି ଯେ ମୁଁ ୧୫ମେ’ ୨୦୨୪ରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବି ଏବଂ ଡିପିଏମ ଲରେନ୍ସ ୱଙ୍ଗ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।
ଲି ୨୦୦୪ରୁ ସିଙ୍ଗାପୁରର ତୃତୀୟ ପ୍ରଧାନମନ୍ତ୍ରୀ ତଥା ଶାସକ ପିପୁଲ୍ସ ଆକ୍ସନ ପାର୍ଟିର ସେକ୍ରେଟେରୀ ଜେନେରାଲ ଭାବରେ କାର୍ଯ୍ୟ କରିଛନ୍ତି। ସେ କହିଛନ୍ତି, ଲରେନ୍ସ ଏବଂ ୪ଜି ଦଳ କରୋନା ମହାମାରୀ ସମୟରେ କଠିନ ପରିଶ୍ରମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Appleର ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri