ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଲରେନ୍ସ ୱଙ୍ଗ ନିଯୁକ୍ତ ହେବେ। ସେ ବର୍ତ୍ତମାନ ଦେଶର ଉପପ୍ରଧାନମନ୍ତ୍ରୀ ଅଟନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତ୍ତିରେ ହସ୍ତାନ୍ତର ତାରିଖ ଘୋଷଣା କରାଯାଇଛି। ଏକ ଫେସବୁକ ପୋଷ୍ଟରେ ୭୨ ବର୍ଷୀୟ ଲି କହିଛନ୍ତି ଯେ କୌଣସି ଦେଶ ପାଇଁ ନେତୃତ୍ୱ ପରିବର୍ତ୍ତନ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ।

ଏକ ବିବୃତ୍ତିରେ କୁହାଯାଇଛି ଯେ ମୁଁ ୧୫ମେ’ ୨୦୨୪ରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବି ଏବଂ ଡିପିଏମ ଲରେନ୍ସ ୱଙ୍ଗ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।
ଲି ୨୦୦୪ରୁ ସିଙ୍ଗାପୁରର ତୃତୀୟ ପ୍ରଧାନମନ୍ତ୍ରୀ ତଥା ଶାସକ ପିପୁଲ୍ସ ଆକ୍ସନ ପାର୍ଟିର ସେକ୍ରେଟେରୀ ଜେନେରାଲ ଭାବରେ କାର୍ଯ୍ୟ କରିଛନ୍ତି। ସେ କହିଛନ୍ତି, ଲରେନ୍ସ ଏବଂ ୪ଜି ଦଳ କରୋନା ମହାମାରୀ ସମୟରେ କଠିନ ପରିଶ୍ରମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri