Posted inଜାତୀୟ

ସିଙ୍ଗାପୁର ଯାଇ ପାରିବେ ନାହିଁ କେଜରିୱାଲ

ନୂଆଦିଲ୍ଲୀ,୨୯ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସିଙ୍ଗାପୁର ଗସ୍ତ କରି ପାରିବେ ନାହିଁ । ଦିଲ୍ଲୀ ସରକାରଙ୍କ ପକ୍ଷରୁ ଜାରି ବୟାନରେ କୁହାଯାଇଛି କେନ୍ଦ୍ର ନିକଟରୁ ଜରୁରୀ ଅନୁମତି ମିଳିବାକୁ ନେଇ ବହୁ ସମୟ ନଷ୍ଟ ହୋଇଯାଇଛି । ୨୦ ଜୁଲାଇ ସୁଦ୍ଧା ସିଙ୍ଗାପୁର ଗସ୍ତ ପାଇଁ ଔପଚାରିକତା ପୂରଣ କରିବାର ସମୟ ଥିଲା । ହେଲେ ଉପରାଜ୍ୟପାଳ ୨୧ ଜୁଲାଇକୁ ଏହି ଗସ୍ତ ସହ ଜଡିତ ଫାଇଲକୁ ଫେରସ୍ତ କଲେ । ଦିଲ୍ଲୀ ସରକାର ଏଥିପାଇଁ କେନ୍ଦ୍ରକୁ ଦୋଷୀ ବୋଲି କହିଛନ୍ତି ।

ଏହାପୂର୍ବରୁ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି କହିଥିଲେ ଆୟୋଜକ ଦେଶ ସିଙ୍ଗରାପୁର ନିଜ ନିମନ୍ତ୍ରଣରେ ଅପଡେଟ ଓ ପରିବର୍ତ୍ତନ ଦିଲ୍ଲୀ ସରକାରଙ୍କ ସହ ଶେୟାର କରିଛନ୍ତି । ଏହାର ସୂଚନା ଦିଲ୍ଲୀ ସରକାରଙ୍କ ନିକଟରେ ରହିଛି । ମନ୍ତ୍ରଣାଳୟକୁ ୨୧ ଜୁଲାଇରେ କେଜରିୱାଲଙ୍କ ସିଙ୍ଗାପୁର ଗସ୍ତର ରାଜନୈତିକ ମଞ୍ଜୁରୀର ଆବେଦନ ମିଳିଥିଲା । ବୈଦେଶିକ ମନ୍ତ୍ରଣାଳୟର ବୟାନ ଆସିବା ପରେ ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ ଦିଲ୍ଲୀ ସରକାର ଉପରାଜ୍ୟପାଳଙ୍କ ନିକଟରେ ମଞ୍ଜୁରୀ ସହ ଜଡିତ ଫାଇଲ କିଛି ଦିନ ହେବ ପଡି ରହିଥିବା କହିଥିଲେ ।
ଜୁଲାଇକୁ ଦିଆଯାଇଥିବା ଫାଇଲକୁ ପ୍ରାୟ ଦେଢ ମାସ ପରେ ୨୧ ଜୁଲାଇରେ ଉପରାଜ୍ୟପାଳ ଫେରସ୍ତ କରିଥିଲେ । ଯେତେବେଳେ ଯାତ୍ରା ସମ୍ପର୍କିତ ଔପଚାରିକତା ପୂରଣ କରିବାର ସମୟ ସୀମା ୨୦ ଜୁଲାଇରେ ଶେଷ ହୋଇଥିଲା । ଦୋଷ ଦିଆଯାଇଛି କି କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟ ହେଉଛି ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟତୀତ ଦିଲ୍ଲୀରେ ଅନ୍ତର୍ଜାତୀୟ ସ୍ତରରେ କରାଯାଇଥିବା ବିଶ୍ୱ ସ୍ତରୀୟ କାର୍ଯ୍ୟ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅଟକାଇବା । ଏହାଦ୍ୱାରା ହୁଏତ କେନ୍ଦ୍ରର ଉଦ୍ଦେଶ୍ୟ ପୂରଣ ହୋଇଥାଇପାରେ ହେଲେ ବିଶ୍ୱ ସମୁଦାୟ ମଧ୍ୟରେ ଦେଶକୁ ଅପମାନିତ କରାଯିବା ପାଇଁ କେନ୍ଦ୍ର ସରକାର ଦାୟୀ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?