୨୦୨୩ର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ସିଙ୍ଗାପୁରର, ୮୦ତମ ସ୍ଥାନରେ ଭାରତ

ଅଷ୍ଟ୍ରେଲିଆ,୧୯।୭: ସିଙ୍ଗାପୁରର ପାସପୋର୍ଟ ଦୁନିଆର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ଭାବେ ପରିଗଣିତ ହୋଇଛି। ଅର୍ଥାତ୍‌ ଏହି ଦେଶର ନାଗରିକମାନେ ବିନା ଭିଜାରେ ୧୯୨ଟି ଦେଶକୁ ଯାତ୍ରା କରିପାରିବେ। ପାସପୋର୍ଟକୁ ର଼୍ୟାଙ୍କିଗଂ ପ୍ରଦାନ କରୁଥିବା ସଂଗଠନ ହେନଲି ଆଣ୍ଡ ପାର୍ଟନର୍ସ ୨୦୨୩ର ହେନଲି ପାସପୋର୍ଟ ଇଣ୍ଡେକ୍ସ ପ୍ରକାଶ କରିଛି।

ଏହି ର଼୍ୟାଙ୍କିଙ୍ଗରେ ଭାରତ ୮୦ତମ ସ୍ଥାନରେ ପହଞ୍ଚିଛି। ଗତ ବର୍ଷ ଭାରତ ୮୭ତମ ସ୍ଥାନରେ ଥିଲା। ଭାରତୀୟମାନେ ଏହାଦ୍ୱାରା ୫୭ଟି ଦେଶକୁ ବିନା ଭିଜାରେ ଯାତ୍ରା କରିପାରିବେ। ଅନ୍ୟପକ୍ଷରେ ପାକିସ୍ତାନୀ ପାସପୋର୍ଟ ୧୦୦ତମ ସ୍ଥାନରେ ରହିଛି। ପାକିସ୍ତାନୀମାନେ କେବଳ ୩୩ଟି ଦେଶକୁ ବିନା ଭିଜାରେ ଯାତ୍ରା କରିପାରିବେ।

ସିଙ୍ଗାପୁର ପରେ ପରେ ଦ୍ୱିତୀୟ ସ୍ଥାନରେ ଜର୍ମାନୀ, ଇଟାଲୀ ଏବଂ ସ୍ପେନ ରହିଛନ୍ତି। ଏଠାରେ ନାଗରିକମାନେ ବିନା ଭିସାରେ ୧୯୦ଟି ଦେଶକୁ ଯାତ୍ରା କରିପାରିବେ। ଗତ ବର୍ଷ ସବୁଠାରୁ ଶକ୍ତିଶାଳୀ ପାସପୋର୍ଟର ପ୍ରଥମ ସ୍ଥାନରେ ରହିଥିବା ଜାପାନ ଚଳିତ ବର୍ଷ ତୃତୀୟ ସ୍ଥାନକୁ ଖସି ଆସିଛି। ଦକ୍ଷିଣ କୋରିଆ, ଅଷ୍ଟ୍ରିଆ, ଫିନଲ୍ୟାଣ୍ଡ, ଫ୍ରାନ୍ସ, ଲକ୍ସେମବର୍ଗ ଏବଂ ସ୍ବିଡେନ ମଧ୍ୟ ତୃତୀୟ ସ୍ଥାନରେ ଅଛନ୍ତି। ର଼୍ୟାଙ୍କିଙ୍ଗରେ ଆମେରିକାର ପାସପୋର୍ଟ ଅଷ୍ଟମ ଏବଂ ବ୍ରିଟେନର ପାସପୋର୍ଟ ଚତୁର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri