ସିଙ୍ଗାପୁରର ଟ୍ରାଭେଲ ଆଡ୍‌ଭାଇଜରି ଜାରି: ଅତି ଜରୁରୀ ନ ଥିଲେ…

ନୂଆଦିଲ୍ଲୀ,୮।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ରହିଥିବା ସାମ୍ପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି, ସିଙ୍ଗାପୁର ମଧ୍ୟ ନିଜ ନାଗରିକଙ୍କ ପାଇଁ ଟ୍ରାଭେଲ ଆଡ୍‌ଭାଇଜରି ଜାରି କରିଛି।

ଅତି ଜରୁରୀ ନ ଥିଲେ ପାକିସ୍ତାନ ଏବଂ ଭାରତର ଜମ୍ମୁ-କଶ୍ମୀରକୁ ନ ଯିବା ପାଇଁ ସିଙ୍ଗାପୁର ନିଜର ନାଗରିକଙ୍କୁ ପରାମର୍ଶ ଦେଇଛି। ସେହିପରି ଭାରତ ଏବଂ ପାକିସ୍ତାନରେ ଥିବା ସିଙ୍ଗାପୁରର ନାଗରିକଙ୍କୁ ସତର୍କ ରହିବା ସହ ଭିଡ଼ ଥିବା ସ୍ଥାନକୁ ନ ଯିବା ପାଇଁ ଏହି ଆଡ୍‌ଭାଇଜରିରେ କୁହାଯାଇଛି।

ସ୍ଥାନୀୟ ଗଣମାଧ୍ୟମ ଉପରେ ନଜର ରଖିବା ସହ ସ୍ଥାନୀୟ ଅଧିକାରୀଙ୍କ ନିର୍ଦ୍ଦେଶକୁ ପାଳନ କରିବା ପାଇଁ ଭାରତ ଏବଂ ପାକିସ୍ତାନରେ ଥିବା ନିଜ ନାଗରିକଙ୍କୁ ସିଙ୍ଗାପୁର ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri