ଇନ୍ଦିରାଙ୍କୁ ମହାତ୍ମା ଗାନ୍ଧୀଙ୍କଠାରୁ ଅଧିକ ସମ୍ମାନ କରେ, କାରଣ ସେ ବାଲାଂଦେଶ କରିଛନ୍ତି: ଅଭିଜିତ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଗାୟକ ଅଭିଜିତ ଭଟ୍ଟାଚାର୍ଯ୍ୟ ପୁଣି ଥରେ ନିଜର ବୟାନକୁ ନେଇ ଚର୍ଚ୍ଚାରେ। ସଲମାନଙ୍କଠାରୁ ଆରମ୍ଭ କରି ଶାହାରୁଖ ଖାନଙ୍କ ପର୍ଯ୍ୟନ୍ତ ତାଙ୍କ କଟାକ୍ଷରୁ ବର୍ତ୍ତି ନାହାନ୍ତି। ଏବେ ସେ ମହାତ୍ମା ଗାନ୍ଧୀଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଏଏନ୍‌ଆଇର ପୋଡକାଷ୍ଟରେ ଅଭିଜିତ କହିଛନ୍ତି ଯେ ମହାତ୍ମାଙ୍କଠାରୁ ଅଧିକ ଇନ୍ଦିରା ଗାନ୍ଧୀଙ୍କୁ ସମ୍ମାନ କରେ। କାରଣ ସେ ବାଲାଂଦେଶ କରିଛନ୍ତି।

ଅଭିଜିତ କହିଛନ୍ତି, ଯଦି କେହି ଗୋଟିଏ ଗାଲକୁ ଚାପୁଡ଼ା ମାରେ ତେବେ ଆଉ ଗୋଟିଏ ଗାଲ ଦେଖାଇ ଦିଅ। ଏହା ଆମକୁ କିଏ ଶିଖାଇଲା। ଯଦି କେହି ତୁମ ବାପାଙ୍କ ଗାଲକୁ ଚାପୁଡ଼ା ମାରିଦିଏ, ତେବେ କ’ଣ ତୁମେ ଆଉ ଗୋଟିଏ ଗାଲ ଆଗକୁ ଆଣିବାକୁ ବାପାଙ୍କୁ କହିବ। ଏଭଳି କ’ଣ ପିଲାଙ୍କୁ ତୁମେ ଶିଖାଉଛ। ପାକିସ୍ତାନର ଜାତୀୟ ପିତା କିଏ? ମହମ୍ମଦ ଅଲ୍ଲୀ ଜିନ୍ନା ନୁହନ୍ତି। ପାକିସ୍ତାନ ହୋଇଛି, ତେବେ କିଏ ତାକୁ କରିଛି? ପାକିସ୍ତାନ ତ ନ ଥିଲା।୧୯୪୭ରେ ହୋଇଥିଲା। ଭାରତ ତ ପୂର୍ବରୁ ବଡ଼ ଥିଲା। ସମସ୍ତେ ମହାତ୍ମା ଗାନ୍ଧୀଙ୍କୁ ଜାତୀୟ ପିତା କହୁଛନ୍ତି। ଆମେ କିଭଳି କାହାକୁ ବି ପିତା ଭାବିନେବୁ। ଗାନ୍ଧୀ ହିଁ ପାକିସ୍ତାନକୁ କରିଛନ୍ତି ଏବଂ ଇନ୍ଦିରା ଗାନ୍ଧୀ ବାଲାଂଦେଶ କରିଛନ୍ତି, ଯାହାକି ବହୁତ ଭଲ। ମୁୂଁ ମହାତ୍ମା ଗାନ୍ଧୀଙ୍କଠାରୁ ଅଧିକ ଇନ୍ଦିରାଙ୍କୁ ମାନିଥାଏ। ଏହାଛଡ଼ା ମହାତ୍ମା ଗାନ୍ଧୀ ଭାରତକୁ ନୁହେଁ ବରଂ ପାକିସ୍ତାନର ନିର୍ମାଣ କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri