ଡିସେମ୍ବରରେ ବିବାହ ବନ୍ଧନରେ ବାନ୍ଧି ହେବେ ଆଦିତ୍ୟ

ମୁମ୍ବାଇ: କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣଙ୍କ ପୁଅ ତଥା କଣ୍ଠଶିଳ୍ପୀ ଆଦିତ୍ୟ ନାରାୟଣ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଡିସେମ୍ବରରେ ଅଭିନେତ୍ରୀ ଶ୍ୱେତା ଅଗ୍ରଓ୍ବାଲଙ୍କୁ ସେ ନିଜର ଜୀବନ ସାଥୀ କରିବାକୁ ଯାଉଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମରେ ଆଦିତ୍ୟ ନାରାୟଣ ଘୋଷଣା କରିଛନ୍ତି। ଇନ୍‌ଷ୍ଟଗ୍ରାମରେ ଆଦିତ୍ୟ ଶ୍ୱେତାଙ୍କ ସହ ଏକ ଫଟୋ ଶେୟାର କରି କ୍ୟାପସନରେ ଏକ ପ୍ରେମଭରା ବାର୍ତ୍ତା ଲେଖିଛନ୍ତି। ୧୧ବର୍ଷ ପୂର୍ବରୁ ଶ୍ୱେତାଙ୍କୁ ପାଇ ନିଜକୁ ଭାଗ୍ୟଶାଳୀ ମନେ କରିଛନ୍ତି ଆଦିତ୍ୟ। ଶେଷରେ ଦୁଇଜଣ ବିବାହ କରିବାକୁ ଯାଉଛୁ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ ସେ ଲେଖିଛନ୍ତି, ଆଗକୁ ବିବାହ ଥିବାରୁ ପ୍ରସ୍ତୁତି ପାଇଁ ବ୍ୟସ୍ତ ରହିବି। ତେଣୁ କିଛି ସମୟ ଲାଗି ସୋସିଆଲ ମିଡିଆରୁ ବିରତି ନେଇଛି ବୋଲି ଆଦିତ୍ୟ କହିଛନ୍ତି। ସୂଚନା ମୁତାବକ ୨୦୧୦ରେ ହରର ଫିଲ୍ମ ‘ଶାପିତ’ର ସେଟ୍‌ରେ ପ୍ରଥମ ଥର ଆଦିତ୍ୟ ଓ ଶ୍ୱେତାଙ୍କ ସାକ୍ଷାତକାର ହୋଇଥିଲା। ଏହାପରେ ଦୁହେଁ ଦୁହିଁଙ୍କୁ ଡେଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦର ପରିସର ବାହାରେ ଭୟାବହ ଅଗ୍ନିକାଣ୍ଡ, ଚାରିଆଡ଼େ ବ୍ୟାପିବାରୁ…

ଝାରସୁଗୁଡ଼ା,୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନବନ୍ଦର ପରିସର ବାହାରେ ଥିବା କୁଟି ଜଙ୍ଗଲଠାରେ ସୋମବାର କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଏହାକୁ ଆୟତ୍ତ କରିବା ପାଇଁ…

ଯାଦବ ସମାଜ ଦୋଳ ମହୋତ୍ସବ: ଦେଖିବାକୁ ମିଳିଛି ପାରମ୍ପରିକ ବାଡ଼ି ଖେଳ

ବଲାଙ୍ଗୀର,୭।୩(ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୌରାଞ୍ଚଳ  ଯାଦବ ମହାସଭା ପକ୍ଷରୁ ୩୦ ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ…

ମନ୍ଦିର ନିର୍ମାଣ ସରିବା ପରେ ବି ମିଳୁନି ବକେୟା ଅର୍ଥରାଶି, ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ବାରିଆକଟା ଗ୍ରାମ ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପୁନଃରୁଦ୍ଧାର ନିମନ୍ତେ ଗତ ୨୦୨୩-୨୪ ଆର୍ଥିକବର୍ଷରେ…

‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ…

ଦୋଳ ବିମାନରେ ପୂଜା ପାଉଛନ୍ତି ରାଧାମାଧବ

କାକଟପୁର/ଅସ୍ତରଙ୍ଗ,୨ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତ ରିଶୋଲ ଅଞ୍ଚଳରେ ଦୋଳ ବିମାନ ଗାଁ ଗାଁ ବୁଲିବା ସହ ଦେବୀନଦୀ ପାର…

କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…

ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮…

ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…

ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri