ଡିସେମ୍ବରରେ ବିବାହ ବନ୍ଧନରେ ବାନ୍ଧି ହେବେ ଆଦିତ୍ୟ

ମୁମ୍ବାଇ: କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣଙ୍କ ପୁଅ ତଥା କଣ୍ଠଶିଳ୍ପୀ ଆଦିତ୍ୟ ନାରାୟଣ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଡିସେମ୍ବରରେ ଅଭିନେତ୍ରୀ ଶ୍ୱେତା ଅଗ୍ରଓ୍ବାଲଙ୍କୁ ସେ ନିଜର ଜୀବନ ସାଥୀ କରିବାକୁ ଯାଉଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମରେ ଆଦିତ୍ୟ ନାରାୟଣ ଘୋଷଣା କରିଛନ୍ତି। ଇନ୍‌ଷ୍ଟଗ୍ରାମରେ ଆଦିତ୍ୟ ଶ୍ୱେତାଙ୍କ ସହ ଏକ ଫଟୋ ଶେୟାର କରି କ୍ୟାପସନରେ ଏକ ପ୍ରେମଭରା ବାର୍ତ୍ତା ଲେଖିଛନ୍ତି। ୧୧ବର୍ଷ ପୂର୍ବରୁ ଶ୍ୱେତାଙ୍କୁ ପାଇ ନିଜକୁ ଭାଗ୍ୟଶାଳୀ ମନେ କରିଛନ୍ତି ଆଦିତ୍ୟ। ଶେଷରେ ଦୁଇଜଣ ବିବାହ କରିବାକୁ ଯାଉଛୁ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ ସେ ଲେଖିଛନ୍ତି, ଆଗକୁ ବିବାହ ଥିବାରୁ ପ୍ରସ୍ତୁତି ପାଇଁ ବ୍ୟସ୍ତ ରହିବି। ତେଣୁ କିଛି ସମୟ ଲାଗି ସୋସିଆଲ ମିଡିଆରୁ ବିରତି ନେଇଛି ବୋଲି ଆଦିତ୍ୟ କହିଛନ୍ତି। ସୂଚନା ମୁତାବକ ୨୦୧୦ରେ ହରର ଫିଲ୍ମ ‘ଶାପିତ’ର ସେଟ୍‌ରେ ପ୍ରଥମ ଥର ଆଦିତ୍ୟ ଓ ଶ୍ୱେତାଙ୍କ ସାକ୍ଷାତକାର ହୋଇଥିଲା। ଏହାପରେ ଦୁହେଁ ଦୁହିଁଙ୍କୁ ଡେଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ୍‌ରେ ଏଣ୍ଟ୍ରି ମାରିଲେ ରାନୁ, ହିମେଶଙ୍କ ସହ ଗାଇଲେ ଗୀତ

ପଶ୍ଚିମବଙ୍ଗର ରାନାଘାଟ ରେଳ ଷ୍ଟେଶନରେ ଗୀତ ଗାଇ ସୋସିଆଲ ମିଡିଆରେ ଷ୍ଟାର୍‌ ପାଲଟିଥିବା ରାନୁ ମଣ୍ଡଳ ବଲିଉଡ୍‌ରେ ଏଣ୍ଟ୍ରି ମାରିଛନ୍ତି। ବଲିଉଡ୍‌ ଗାୟକ ହିମେଶ୍‌ ରେଶମିୟାଙ୍କ...

କେବଳ ଗୁଜବ

ତାପସୀ ପାନ୍ନୁଙ୍କୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା। ଏକ ନୂଆ ସିନେମା ପାଇଁ ସେ ନିଜ ପାରିଶ୍ରମିକ ବଢ଼ାଇ ଦେଇଛନ୍ତି ବୋଲି ଆଲୋଚନା ହେଉଛି। ଯେତେବେଳେ...

ଏକ୍ସ-ବୟଫ୍ରେଣ୍ଡ୍‌ଙ୍କୁ ମନେପକାଇ ଗୀତ ଗାଇଲେ ନେହା କକ୍କର

ବଲିଉଡ୍‌ର ଲୋକପ୍ରିୟ କଣ୍ଠଶିଳ୍ପୀ ନେହା କକ୍କର ଏବେ ଟେଲିଭିଜନ ଶୋ’ ‘ଇଣ୍ଡିଆନ ଆଇଡଲ ୧୧’ର ଜଜ୍‌ କରୁଛନ୍ତି। ଏହି ଶୋ’ର ଏକ ସ୍ବତନ୍ତ୍ର ଏପିସୋଡ ‘ଶାଦି...

କରୀନାଙ୍କ ଚାଟ୍‌ ଶୋ’ରେ ଖାସ୍‌ ଅତିଥି, ଯାହାଙ୍କ ଉପରୁ ଦର୍ଶକଙ୍କ ନଜର ହଟି ନ ଥିଲା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଏକ ରେଡିଓ ଶୋ’ର ହୋଷ୍ଟ କରୁଛନ୍ତି। ଯାହାର ନାମ ‘ଇସ୍କ’। କରୀନାଙ୍କ ଏହି ଶୋ’କୁ କେହି ନା କେହି...

କର୍ମୀଙ୍କ ପାଇଁ ଫିଲ୍ମ ହଲ୍‌ ବୁକ୍‌ କରାଇଲେ ଅଖିଲେଶ

ଲକ୍ଷ୍ନୌ,୧୦।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଛଫାକ୍‌’ ଶୁକ୍ରବାର ବଡ଼ ପରାଦାରେ ରିଲିଜ୍‌ ହୋଇଛି। ଜେଏନ୍‌ୟୁ ଛାତ୍ରଙ୍କୁ ଦୀପିକା...

ବିବାହ ବିଚ୍ଛେଦ ଖବର ପରେ ରୋମାଣ୍ଟିକ୍‌ ହେଲେ ଚାରୁ-ରାଜୀବ

ମୁମ୍ବାଇ: ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ରାଜୀବ ସେନ ଏବଂ ଚାରୁ ଆସୋପା ବିବାହ ବିଚ୍ଛେଦକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ପରସ୍ପରଠାରୁ ଅଲଗା ହେବା...

ଗଣମାଧ୍ୟମ ସାମ୍ନାକୁ ଆସିବାକୁ ଚାହୁଁ ନାହାନ୍ତି ଅକ୍ଷୟଙ୍କ ପୁଅ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ମନଖୋଲି ତାଙ୍କ ପୁଅକଥା କଥା ହୋଇଛନ୍ତି। ସେ କହିଛନ୍ତି ତାଙ୍କ ପୁଅ ଆରବ ଏବେ ଗଣମାଧ୍ୟମଠାରୁ ସମ୍ପୂର୍ଣ୍ଣ...

ଆଲିଆଙ୍କୁ ପ୍ରଶଂସାରେ ପୋତି ପକାଇଲେ କରିନା

ମୁମ୍ବାଇ: ବଲିଉଡ୍‌ରେ ଆଗଧାଡିର ନାୟିକାଙ୍କ ଭିତରେ ଏବେ ଆଲିଆ ଭଟ୍ଟ ହେଉଛନ୍ତି ଅନ୍ୟତମ । ଆଲିଆଙ୍କ ଅଭିନୀତ ମଚ ଆୱେଟେଡ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ ର...

Advertisement
Archives

Model This Week