Posted inଜାତୀୟ

ପଦ୍ମ ଧରିଲେ ଗାୟକ ଦଲେର ମେହନ୍ଦି

ନୂଆଦିଲ୍ଲୀ,୨୬।୪: ବଲିଉଡ୍‌ ନାୟକ ନାୟିକାଙ୍କ ପରେ ଏବେ ଜଣେ ଗାୟକ ରାଜନୀତିରେ ପାଦ ରଖିଛନ୍ତି। ଶୁକବ୍ରାର ଗାୟକ ଦଲେର ମେହେନ୍ଦି ଭାଜପାରେ ସାମିଲ ହୋଇଛନ୍ତି। ଉତ୍ତର ପୂର୍ବ ଦିଲ୍ଲୀର ଭାଜପା ପ୍ରାର୍ଥୀ ହଂସ ରାଜ ହଂସ ଓ କେନ୍ଦ୍ରମନ୍ତ୍ରୀ ବିଜୟ ଗୋଏଲଙ୍କ ଉପସ୍ଥିତିରେ ଦଲେର ଭାଜପା ହାତ ଧରିଛନ୍ତି। ମୂଳତଃ ସେ ଜଣେ ପଞ୍ଜାବୀ ଗାୟକ ହୋଇଥିବାରୁ ଦଲେର ପଞ୍ଜାବରୁ ନିର୍ବାଚନ ଲଢିପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓସ୍କାର ଜିତିବା ପରେ ଅମିତ ଶାହାଙ୍କୁ ଭେଟିଲେ ଅଭିନେତା

ମୁମ୍ବାଇ,୧୮।୩: ସୁପରହିଟ୍‌ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଚଳଚ୍ଚିତ୍ରର ନାଟୁ ନାଟୁ ଗୀତ ଓସ୍କାର ପୁରସ୍କାର ଜିତିବା ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଏହି ସମୟରେ...

ବ୍ୟବସ୍ଥା ଭୁଶୁଡ଼ିଛି

ନୂଆଦିଲ୍ଲୀ,୨୪ା୪: ମହାମାରୀ କରୋନା ନାହିଁ ନ ଥିବା ସଙ୍କଟ ସୃଷ୍ଟି କରିଛି। ଦେଶର ହସ୍ପିଟାଲଗୁଡ଼ିକରେ ବେଡ୍‌, ଅକ୍ସିଜେନ, ଇଞ୍ଜେକ୍ସନ ଓ ଅନ୍ୟ ଜରୁରୀ ଔଷଧର ଘୋର...

ମଝି ସଡ଼କରେ ବାଘ: ଗାଡ଼ି ସାମ୍ନାରେ ବସି ରହିଲା

ଭୋପାଳ, ୧୪।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ବାଘର ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବାଘଟି ମଝି ସଡ଼କରେ ଗାଡ଼ି ସାମ୍ନାରେ ବସି ରହିଥିବାର...

ମାନେକା ପଛରେ, ସୋନିଆ, ବରୁଣ ଆଗରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ସବୁଠି ରାଜନୀତି ସରଗରମ ଥିବା ବେଳେ ଭାଜପା ନେତ୍ରୀ ମାନେକା ଗାନ୍ଧୀ ସୁଲତାନପୁର ଆସନରୁ ପଛରେ ଥିବା...

‘ସବୁ ଧର୍ମର ଲୋକଙ୍କୁ ସ୍କୁଲ ଡ୍ରେସ୍‌ କୋଡ୍‌ ମାନିବାକୁ ପଡ଼ିବ’

ନୂଆଦିଲ୍ଲୀ,୨୧।୨: ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ପ୍ରସଙ୍ଗ ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସମସ୍ତ ଧର୍ମ ସ୍କୁଲ...

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୯ : ନିଜ ଅଞ୍ଚଳ ବାହାରେ ରାଜ୍ୟ ସରକାରମାନେ ପ୍ରକାଶ କରୁଥିବା ବିଜ୍ଞାପନ ବନ୍ଦ ରଖିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର...

ଗର୍ଭଯନ୍ତ୍ରଣା ହେଉଥିବା ମହିଳାଙ୍କୁ ଥାନାକୁ ନେଇଗଲା ପୋଲିସ, ଆଉ ତା’ପରେ

ଗାନ୍ଧୀନଗର,୧୫।୭: ଗୁଜୁରାଟର ବନାଶକାଣ୍ଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ଅବହେଳା ଯୋଗୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଛି। ପୀଡିତାଙ୍କ ପରିବାର ଅନୁଯାୟୀ,...

ଏନଡିଏ-ନୋ ଡାଟା ଏଭଲେବୁଲ, ରାହୁଲଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୨୩।୭ : କଂଗ୍ରେସ ପକ୍ଷରୁ ଭାଜପା ନେତୃତ୍ୱାଧିନ ଏନଡିଏ ସରକାରଙ୍କୁ ଟାର୍ଗେଟ କରିବା ଜାରି ରଖିଛି। ଏହି ମର୍ମରେ ପୂର୍ବତନ ରାହୁଲ ଗାନ୍ଧୀ ଶନିବାର...

Advertisement
Archives

Model This Week