ହ୍ରିତିକ୍‌ଙ୍କ ପୂର୍ବ ସ୍ତ୍ରୀ ସୁଜୈନ, ଏହି ପଞ୍ଜାବୀ ଗାୟକଙ୍କୁ ବାନ୍ଧିଲା ମୁମ୍ବାଇ ପୋଲିସ

ବମ୍ବେ: ମହାମାରୀ କରୋନା ନିୟମାବଳୀର ଉଲ୍ଲଂଘନ କରିବା ପଡ଼ିଛି ମହଙ୍ଗା। ମୁମ୍ବାଇ ପୋଲିସ ପଞ୍ଜାବୀ ଗାୟକ ଗୁରୁ ରାନ୍ଧଓ୍ବାଙ୍କୁ ଗିରଫ କରିଛି। ତାଙ୍କ ଛଡ଼ା କ୍ରିକେଟର ସୁରେଶ ରାଇନା, ଅଭିନେତା ହ୍ରିତିକ ରୋଶନଙ୍କ ପୂର୍ବ ସ୍ତ୍ରୀ ସୁଜୈନ ଖାନଙ୍କୁ ମଧ୍ୟ ପୋଲିସ ବାନ୍ଧିଛି। ରାନ୍ଧଓ୍ବା ଓ ରାଇନାଙ୍କ ବେଲ୍‌ ହୋଇଥିବା ବେଳେ ସୁଜୈନଙ୍କ ବିଷୟରେ ଜଣାପଡ଼ିନାହିଁ।

କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ରାତ୍ରକାଳୀନ କର୍ଫ୍ୟୁ ଘୋଷଣା କରିଥିଲେ। ଏହାଛଡ଼ା ଡିସେମ୍ବର ୨୨ରୁ ଜାନୁୟାରୀ ୫ ଯାଏ କଟକଣା ଲଗାଇଥିଲେ। ହେଲେ ଏହାକୁ ଖାତିର ନ କରି ଏମାନେ ମୁମ୍ବାଇ ବିମାନବନ୍ଦର ନିକଟ ଡ୍ରାଗନ୍‌ ଫ୍ଲାଇ କ୍ଲବରେ ପାର୍ଟି କରୁଥିଲେ। ପୋଲିସ ଖବର ପାଇ ରେଡ୍‌ କରି ହୋଟେଲ୍‌ରୁ ମୋଟ ୩୪ଜଣଙ୍କୁ ଗିରଫ କରିଥିଲା। ସେଥିରେ କ୍ଲବର ୭ଜଣ କର୍ମଚାରୀ ଥିଲେ। ସମସ୍ତଙ୍କ ଉପରେ ଆଇପିସିର ଧାରା ୧୮୮, ୨୬୯, ୩୪ ଆଦି ଲଗାଯାଇ ମାମଲା ଦାୟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ...

ବିଦେଶି ବୟଫ୍ରେଣ୍ଡଙ୍କୁ ବିବାହ କଲେ ତାପସି? ଅନୁରାଗ କାଶ୍ୟପ ଅତିଥି!

ମୁମ୍ବାଇ: ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ...

୫୧ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ

ଓ୍ବାଶିଂଟନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ୟାମେରନ ଡିଆଜଙ୍କ ଘରେ ପୁଣିଥରେ ଖୁସିର ମୁହୂର୍ତ୍ତ ଆସିଛି। ଅଭିନେତ୍ରୀଙ୍କ ଘରେ କୁଆଁ କୁଆଁ ଡାକ ଶୁଭିଛି। ହଁ, କାମେରନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri