୪୩ ବର୍ଷ ବୟସରେ କନିଆଁ ହେବାକୁ ସଜ

ବମ୍ବେ: ୪୩ ବର୍ଷ ବୟସରେ ପୁଣି କନିଆଁ ହେବାକୁ ସଜ ହେଲେଣି ବଲିଉଡର ପ୍ରସିଦ୍ଧ ଗାୟିକା କନିକା କପୁର। କନିକା ତାଙ୍କ ଦୀର୍ଘଦିନର ପ୍ରେମିକ ତଥା ଏନ୍‌ଆର୍‌ଆଇ ବ୍ୟବସାୟୀ ଗୌତମଙ୍କୁ ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ମେ’ ୨୦ରେ ଦୁହେଁ ହାତକୁ ଦୁଇ ହାତ ହେବେ ବୋଲି ଶୁଣିବାକୁ ମିଳିଛି। ହେଲେ ବର୍ତ୍ତମାନ ଯାଏଁ ବିବାହ ଖବରକୁ ନେଇ କନିକା କିନ୍ତୁ କିଛି ମୁହଁ ଖୋଲି ନାହାନ୍ତି। ତାଙ୍କ ତରଫରୁ କୌଣସି ଅଫିସିଆଲ ଆନାଉନ୍ସମେଣ୍ଟ ହୋଇନାହିଁ।

ତିନୋଟି ଛୁଆର ମା’ କନିକା ଛଅ ମାସ ପୂର୍ବରୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ କୌଣସି କାରଣ ବଶତଃ ଉଭୟଙ୍କ ବିବାହ ଘୁଞ୍ଚି ଯାଇଥିଲା। ଏବେ ସେ ନିଜ ବିବାହକୁ ନେଇ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତିି। ସେ ବିବାହକୁ ନେଇ ଶପିଂ କରୁଥିବା ମଧ୍ୟ ଦେଖିବାକୁ ମିଳିଛି।

ପୂର୍ବରୁ ୧୯୯୭ରେ ୧୮ ବର୍ଷ ବୟସରେ କନିକା ରାଜ୍‌ ଚନ୍ଦୋକଙ୍କୁ ପ୍ରଥମ ବିବାହ କରିଥିଲେ। ରାଜ୍‌ ମଧ୍ୟ ଜଣେ ଏନଆର୍‌ଆଇ ବ୍ୟବସାୟୀ ଥିଲେ। ବିବାହ ପରେ ଉର୍ଭଙ୍କ ତିନୋଟି ଛୁଆ ଅଛି। ବିବାହର ୧୫ ବର୍ଷ ପରେ କନିକା ଏବଂ ରାଜ୍‌ ୨୦୧୨ରେ ଅଲଗା ହୋଇଯାଇଥିଲେ।

କହିରଖୁଛୁ  କନିକା ବଲିଉଡର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ଜଣେ। ୨୦୧୨ରେ କନିକା ଯୁଗନୀ ଗୀତରୁ ସଂଗୀତ ଜଗତରେ ପାଦ ରଖିଥିଲେ। ଏହି ଗୀତକୁ ଲୋକେ ଖୁବ ପସନ୍ଦ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରଦାରେ ହିଟ୍‌ ଥିଲା ଯୋଡ଼ି, ହେଲେ ଗୋଟିଏ ଝଟ୍‌କାରେ ମାଧୁରୀ ନେଇଥିଲେ ବଡ଼ ନିଷ୍ପତ୍ତି; ଜାଣିଲେ…

ବମ୍ବେ: ଏକ ସମୟରେ ବଡ଼ ପରଦାର ହିଟ୍‌ ଯୋଡ଼ିଙ୍କ ମଧ୍ୟରେ ଗଣା ହେଉଥିଲେ ଅଭିନେତା ଅନିଲ କପୁର ଏବଂ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ। ଉଭୟଙ୍କ ଚଳଚ୍ଚିତ୍ର...

ନୁସ୍‌ରତ ଇନ୍‌ଷ୍ଟାଗ୍ରାମରେ ଶେୟାର କଲେ ରୋମାଣ୍ଟିକ୍‌ ଫଟୋ

ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁଙ୍କ ରିସେପ୍‌ଶନ ୪ ଜୁଲାଇରେ କଲିକତାର ଆଇଟିସି ରୟାଲ ହୋଟେଲରେ ସମ୍ପନ୍ନ ହୋଇଛି। ପାର୍ଟିର ଫଟୋଗୁଡ଼ିକ ସୋସିଆଲ ମିଡିଆରେ...

ନାହାନ୍ତି ସୁଶାନ୍ତ: ଜନ୍ମଦିନ ପାଳୁଛନ୍ତି ପ୍ରଶଂସକ…

ମୁମ୍ବାଇ,୨୧।୧: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ୩୫ତମ ଜୟନ୍ତୀ ଗୁରୁବାର ପାଳିତ ହେଉଛି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ।...

ଭିକ୍କି କୌଶଲ- ଆୟୁଷ୍ମାନ ଖୁରାନା ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ,୨୩।୧୨: ଆୟୋଜିତ ହୋଇଯାଇଛି ୨୦୧୯ର ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଏହି...

‘ଜିରୋ’ ପରେ ଶାହାରୁଖଙ୍କ ହାତ ଖାଲି

ବଲିଉଡ୍‌ ଇଣ୍ଡଷ୍ଟ୍ରୀରେ ୨୭ ବର୍ଷ ଧରି ରାଜ୍‌ କରି ଆସିଥିବା ବାଦ୍‌ଶାହା ତଥା ଶାହାରୁଖଙ୍କ ହାତ ଏବେ ପୂରା ଖାଲି। ‘ଜିରୋ’ଫିଲ୍ମ ପରଠାରୁ ଶାହାରୁଖ୍‌ ଆଉ...

ପ୍ରଭାସଙ୍କ ପ୍ରଶଂସକଙ୍କୁ ମିଳିବ ଭାଲେଣ୍ଟାଇନ ଡେ’ ଉପହାର

ମୁମ୍ବାଇ: ସାଉଥ୍ ଷ୍ଟାର ପ୍ରଭାସଙ୍କ ଲାଗି ଚଳିତ ବର୍ଷ ଭାଲେଣ୍ଟାଇନ ଡେ’ ସ୍ପେଶାଲ ହେବାକୁ ଯାଉଛି । ତାଙ୍କର ବହୁ ପ୍ରତିକ୍ଷିତ ବହୁଭାଷି ଫିଲ୍ମ ‘ରାଧେଶ୍ୟାମ’...

ସୁଶାନ୍ତ ଅଧାରାତିରୁ ଉଠି କାନ୍ଦୁଥିଲେ: ହନୁମାନଙ୍କ ମୂର୍ତ୍ତିକୁ କୁଣ୍ଢାଇ ଧରୁଥିଲେ

ମୁମ୍ବାଇ, ୧।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ରହସ୍ୟ ଏବେ ବି ଜଣାପଡ଼ିନି। ଏହାର ଯାଞ୍ଚ୍‌ ସିବିଆଇ କରୁଛି। ଇତିମଧ୍ୟରେ ବହୁ...

ପ୍ରିୟଙ୍କାଙ୍କ ଅନ୍ଧବିଶ୍ୱାସ

ବଲିଉଡ୍‌ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ଲୋକପ୍ରିୟ ଟକ୍‌ ଶୋ ‘କଫି ଓ୍ବିଥ୍‌ କରଣ’ର ସପ୍ତମ ସିଜନ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜିନ୍‌ରେ...

Advertisement
Archives

Model This Week